Deuteronomy 18:20 — Compare Translations
5 translations compared side by side
Odia - 1840
"କିନ୍ତୁ ଯେତବେେଳେ ଜଣେ ଭବିଷ୍ଯଦ୍ବକ୍ତା ମାେ ନାମ ରେ କୌଣସି ଅନକ୍ସ୍ଟଚିତ୍ କଥା କ ହେ, ଯାହା ମୁ ତାଙ୍କୁ କହିବା ପାଇଁ ନିର୍ଦ୍ଦେଶ ଦଇନୋହିଁ। ସହେି ଭବିଷ୍ଯଦ୍ବକ୍ତାର ମୃତକ୍ସ୍ଟ୍ଯଦଣ୍ତ ପାଇବା ଉଚିତ୍। ଏବଂ ଯଦି କେତକେ ଭବିଷ୍ଯଦ୍ବକ୍ତା ଅନ୍ୟ ଦବଗେଣଙ୍କ ନାମ ରେ କହନ୍ତି, ତବେେ ସହେି ଭବିଷ୍ଯଦ୍ବକ୍ତାଗଣ ନିଶ୍ଚଯ ମୃତକ୍ସ୍ଟ୍ଯଦଣ୍ତ ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେ ଯାହା କହିବାକୁ ଆଜ୍ଞା ଦେଇ ନାହୁଁ, ଆମ୍ଭ ନାମରେ ଏପରି କୌଣସି କଥା କହିବାକୁ ଯେଉଁ ଭବିଷ୍ୟଦ୍ବକ୍ତା ଦୁଃସାହସ କରିବ ଅବା ଅନ୍ୟ ଦେବତାଗଣର ନାମରେ କହିବ, ସେହି ଭବିଷ୍ୟଦ୍ବକ୍ତା ମରିବ ।
Odia Bible ERV 2004 (ପବିତ୍ର ବାଇବଲ)
କିପରି ମିଥ୍ୟା ଭବିଷ୍ୟଦ୍ବକ୍ତାକୁ ଜାଣିବ “କିନ୍ତୁ ଯେତେବେଳେ ଜଣେ ଭବିଷ୍ୟଦ୍ବକ୍ତା ମୋ’ ନାମରେ କୌଣସି ଅନୁଚିତ୍ କଥା କହେ, ଯାହା ମୁଁ ତାଙ୍କୁ କହିବା ପାଇଁ ନିର୍ଦ୍ଦେଶ ଦେଇ ନାହିଁ। ସେହି ଭବିଷ୍ୟଦ୍ବକ୍ତାର ମୃତ୍ୟୁଦଣ୍ତ ପାଇବା ଉଚିତ୍। ଏବଂ ଯଦି କେତେକ ଭବିଷ୍ୟଦ୍ବକ୍ତା ଅନ୍ୟ ଦେବଗଣଙ୍କ ନାମରେ କହନ୍ତି, ତେବେ ସେହି ଭବିଷ୍ୟଦ୍ବକ୍ତାଗଣ ନିଶ୍ଚୟ ମୃତ୍ୟୁଦଣ୍ତ ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେ ଯାହା କହିବାକୁ ଆଜ୍ଞା ଦେଇ ନାହୁଁ, ଆମ୍ଭ ନାମରେ ଏପରି କୌଣସି କଥା କହିବାକୁ ଯେଉଁ ଭବିଷ୍ୟଦ୍ବକ୍ତା ଦୁଃସାହସ କରିବ, ଅବା ଅନ୍ୟ ଦେବତାଗଣର ନାମରେ କହିବ, ସେହି ଭବିଷ୍ୟଦ୍ବକ୍ତା ମରିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେ ଯାହା କହିବାକୁ ଆଜ୍ଞା ଦେଇ ନାହୁଁ, ଆମ୍ଭ ନାମରେ ଏପରି କୌଣସି କଥା କହିବାକୁ ଯେଉଁ ଭବିଷ୍ୟଦ୍ବକ୍ତା ଦୁଃସାହସ କରିବ, ଅବା ଅନ୍ୟ ଦେବତାଗଣର ନାମରେ କହିବ, ସେହି ଭବିଷ୍ୟଦ୍ବକ୍ତା ମରିବ।