Deuteronomy 18:21 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଭାବକ୍ସ୍ଟଥିବ ଯେ, 'ଆମ୍ଭେ କିପରି ଜାଣିବକ୍ସ୍ଟ ଯେ ଭବିଷ୍ଯଦ୍ବକ୍ତା ଯାହା କହକ୍ସ୍ଟଛନ୍ତି ତାହା ପରମେଶ୍ବରଙ୍କଠାରକ୍ସ୍ଟ ଆସକ୍ସ୍ଟଛି କି ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ତୁମ୍ଭେ ଆପଣା ମନେ ମନେ କୁହ, ସଦାପ୍ରଭୁ ଯେଉଁ କଥା କହି ନାହାନ୍ତି, ତାହା ଆମ୍ଭେମାନେ କିପରି ଜାଣିବା?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଭାବୁଥିବ ଯେ, ‘ଆମ୍ଭେ କିପରି ଜାଣିବୁ ଯେ ଭବିଷ୍ୟଦ୍ବକ୍ତା ଯାହା କହୁଛନ୍ତି ତାହା ପରମେଶ୍ୱରଙ୍କଠାରୁ ଆସୁଛି କି ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେବେ ତୁମ୍ଭେ ଆପଣା ମନେ ମନେ କୁହ, ‘ସଦାପ୍ରଭୁ ଯେଉଁ କଥା କହି ନାହାନ୍ତି, ତାହା ଆମ୍ଭେମାନେ କିପରି ଜାଣିବା?’
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେବେ ତୁମ୍ଭେ ଆପଣା ମନେ ମନେ କୁହ, ସଦାପ୍ରଭୁ ଯେଉଁ କଥା କହି ନାହାନ୍ତି, ତାହା ଆମ୍ଭେମାନେ କିପରି ଜାଣିବା?