Deuteronomy 18:22 — Compare Translations
5 translations compared side by side
Odia - 1840
"ଯଦି କୌଣସି ଭବିଷ୍ଯଦ୍ବକ୍ତା କ ହେ ସେ ସଦାପ୍ରଭୁଙ୍କ ନାମ ଅନକ୍ସ୍ଟସା ରେ କହକ୍ସ୍ଟଛି, କିନ୍ତୁ ସପରେି ଯଦି କିଛି ନହକ୍ସ୍ଟଏ, ତବେେ ତୁମ୍ଭମାନେେ ଜାଣିବ ଯେ ସଦାପ୍ରଭୁ ଏପରି କହି ନାହାଁନ୍ତି। ତୁମ୍ଭମାନେେ ଏହା ଜାଣିବ ଯେ ସହେି ଭବିଷ୍ଯଦ୍ବକ୍ତା ଜଣଙ୍କ ତାଙ୍କର ମନରକ୍ସ୍ଟ ଏପରି କହକ୍ସ୍ଟଛନ୍ତି। ତୁମ୍ଭମାନେେ ଏପରି ଲୋକମାନଙ୍କୁ ଭୟ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୌଣସି ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ନାମରେ କଥା କହିଲେ, ଯେବେ ତାହା ନ ହୁଏ, ଅବା ନ ଘଟେ, ତେବେ ସେହି କଥା ସଦାପ୍ରଭୁ କହି ନାହାନ୍ତି; ସେ ଭବିଷ୍ୟଦ୍ବକ୍ତା ଦୁଃସାହସରେ ତାହା କହିଅଛି, ତୁମ୍ଭେ ତାହାକୁ ଭୟ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ଭବିଷ୍ୟଦ୍ବକ୍ତା କହେ ସେ ସଦାପ୍ରଭୁଙ୍କ ନାମ ଅନୁସାରେ କହୁଅଛି, କିନ୍ତୁ ସେପରି ଯଦି କିଛି ନ ହୁଏ, ତେବେ ତୁମ୍ଭେମାନେ ଜାଣିବ ଯେ ସଦାପ୍ରଭୁ ଏପରି କହି ନାହାନ୍ତି। ତୁମ୍ଭେମାନେ ଏହା ଜାଣିବ ଯେ ସେହି ଭବିଷ୍ୟଦ୍ବକ୍ତା ଜଣକ ତାଙ୍କର ମନରୁ ଏପରି କହୁଛନ୍ତି। ତୁମ୍ଭେମାନେ ଏପରି ଲୋକମାନଙ୍କୁ ଭୟ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୌଣସି ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ନାମରେ କଥା କହିଲେ, ଯେବେ ତାହା ନ ହୁଏ, ଅବା ନ ଘଟେ, ତେବେ ସେହି କଥା ସଦାପ୍ରଭୁ କହି ନାହାନ୍ତି; ସେ ଭବିଷ୍ୟଦ୍ବକ୍ତା ଦୁଃସାହସରେ ତାହା କହିଅଛି, ତୁମ୍ଭେ ତାହାକୁ ଭୟ କରିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କୌଣସି ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ନାମରେ କଥା କହିଲେ, ଯେବେ ତାହା ନ ହୁଏ, ଅବା ନ ଘଟେ, ତେବେ ସେହି କଥା ସଦାପ୍ରଭୁ କହି ନାହାନ୍ତି; ସେ ଭବିଷ୍ୟଦ୍ବକ୍ତା ଦୁଃସାହସରେ ତାହା କହିଅଛି, ତୁମ୍ଭେ ତାହାକୁ ଭୟ କରିବ ନାହିଁ।