Deuteronomy 18:3 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଯେତବେେଳେ ବଳିଦାନ କରିବ, ତୁମ୍ଭମାନେେ ଯାଜକଙ୍କକ୍ସ୍ଟ ଏହି ଅଂଶ ଯଥା: ଆଗଚଟକ୍ସ୍ଟଆ, ଦକ୍ସ୍ଟଇଗାଲ ଓ ପାକସ୍ଥଳୀ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଲୋକମାନଙ୍କଠାରୁ ଯାଜକମାନଙ୍କର ପ୍ରାପ୍ତବ୍ୟ ଏହି, ଯେଉଁମାନେ ଗୋରୁ କି ମେଷ ବଳିଦାନ କରିବେ, ସେମାନେ ଯାଜକକୁ ତହିଁର ଆଗ-ଚଟୁଆ ଓ ଦୁଇ ଗାଲ ଓ ପାକସ୍ଥଳୀ ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଯେତେବେଳେ ବଳିଦାନ କରିବ, ତୁମ୍ଭେମାନେ ଯାଜକଙ୍କୁ ଏହି ଅଂଶ ଯଥା: ଆଗ-ଚଟୁଆ, ଦୁଇଗାଲ ଓ ପାକସ୍ଥଳୀ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଲୋକମାନଙ୍କଠାରୁ ଯାଜକମାନଙ୍କର ପ୍ରାପ୍ତବ୍ୟ ଏହି, ଯେଉଁମାନେ ଗୋରୁ କି ମେଷ ବଳିଦାନ କରିବେ, ସେମାନେ ଯାଜକକୁ ତହିଁର ଆଗ-ଚଟୁଆ ଓ ଦୁଇ ଗାଲ ଓ ପାକସ୍ଥଳୀ ଦେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଲୋକମାନଙ୍କଠାରୁ ଯାଜକମାନଙ୍କର ପ୍ରାପ୍ତବ୍ୟ ଏହି, ଯେଉଁମାନେ ଗୋରୁ କି ମେଷ ବଳିଦାନ କରିବେ, ସେମାନେ ଯାଜକକୁ ତହିଁର ଆଗ-ଚଟୁଆ ଓ ଦୁଇ ଗାଲ ଓ ପାକସ୍ଥଳୀ ଦେବେ।