Deuteronomy 18:4 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆପଣା ଶସ୍ଯର ଆପଣା ଦ୍ରାକ୍ଷାରସର, ଆପଣା ତୈଳର ଆପଣା ମଷେ ଲୋମର ପ୍ରଥମ ଭାଗ ଯାଜକଗଣଙ୍କକ୍ସ୍ଟ ନିଶ୍ଚିତ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରୀମାଂଶ ତାହାକୁ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର, ଆପଣା ତୈଳର, ଆପଣା ମେଷ ଲୋମର ପ୍ରଥମ ଭାଗ ଯାଜକଗଣଙ୍କୁ ନିଶ୍ଚିତ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର, ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରିମାଂଶ ତାହାକୁ ଦେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର, ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରିମାଂଶ ତାହାକୁ ଦେବ।