Deuteronomy 18:5 — Compare Translations
5 translations compared side by side
Odia - 1840
"କାରଣ ସଦାପ୍ରଭୁଙ୍କ ନାମ ରେ ସବୋ କରିବାକୁ ନିତ୍ଯ ଠିଆ ହବୋ ନିମନ୍ତେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭର ସମସ୍ତ ବଂଶଧର ମଧରକ୍ସ୍ଟ ତାହାକକ୍ସ୍ଟ ଓ ତାହାର ସନ୍ତାନଗଣକକ୍ସ୍ଟ ମନୋନୀତ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁଙ୍କ ନାମରେ ସେବା କରିବାକୁ ନିତ୍ୟ ଠିଆ ହେବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ସମସ୍ତ ବଂଶ ମଧ୍ୟରୁ ତାହାକୁ ଓ ତାହାର ସନ୍ତାନଗଣକୁ ମନୋନୀତ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁଙ୍କ ନାମରେ ସେବା କରିବାକୁ ନିତ୍ୟ ଠିଆ ହେବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶଧର ମଧ୍ୟରୁ ତାହାକୁ ଓ ତାହାର ସନ୍ତାନଗଣକୁ ମନୋନୀତ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁଙ୍କ ନାମରେ ସେବା କରିବାକୁ ନିତ୍ୟ ଠିଆ ହେବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶ ମଧ୍ୟରୁ ତାହାକୁ ଓ ତାହାର ସନ୍ତାନଗଣକୁ ମନୋନୀତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁଙ୍କ ନାମରେ ସେବା କରିବାକୁ ନିତ୍ୟ ଠିଆ ହେବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ ବଂଶ ମଧ୍ୟରୁ ତାହାକୁ ଓ ତାହାର ସନ୍ତାନଗଣକୁ ମନୋନୀତ କରିଅଛନ୍ତି।