Deuteronomy 18:6 — Compare Translations
5 translations compared side by side
Odia - 1840
"ସମସ୍ତ ଇଶ୍ରାୟେଲ ମଧିଅରେ ତୁମ୍ଭର କୌଣସି ନଗରଦ୍ବାର ରେ ଯେଉଁ ଲବେୀୟ ଲୋକ ପ୍ରବାସ କରେ, ସେ ଯବେେ ଆପଣା ପ୍ରାଣର ସଐୂର୍ଣ୍ଣ ଇଛା ସହିତ ସଦାପ୍ରଭୁଙ୍କ ମନୋନୀତ ସ୍ଥାନକକ୍ସ୍ଟ ଆସିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସମସ୍ତ ଇସ୍ରାଏଲ ମଧ୍ୟରେ ତୁମ୍ଭର କୌଣସି ନଗରଦ୍ଵାରରେ ଯେଉଁ ଲେବୀୟ ଲୋକ ପ୍ରବାସ କରେ, ସେ ଯେବେ ଆପଣା ପ୍ରାଣର ସମ୍ପୂର୍ଣ୍ଣ ବାଞ୍ଛା ସହିତ ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଆସିବ,
Odia Bible ERV 2004 (ପବିତ୍ର ବାଇବଲ)
“ସମସ୍ତ ଇସ୍ରାଏଲ ମଧ୍ୟରେ ତୁମ୍ଭର କୌଣସି ନଗରଦ୍ୱାରରେ ଯେଉଁ ଲେବୀୟ ଲୋକ ପ୍ରବାସ କରେ, ସେ ଯେବେ ଆପଣା ପ୍ରାଣର ସମ୍ପୂର୍ଣ୍ଣ ଇଚ୍ଛା ସହିତ ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଆସିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସମସ୍ତ ଇସ୍ରାଏଲ ମଧ୍ୟରେ ତୁମ୍ଭର କୌଣସି ନଗର-ଦ୍ୱାରରେ ଯେଉଁ ଲେବୀୟ ଲୋକ ପ୍ରବାସ କରେ, ସେ ଯଦି ଆପଣା ପ୍ରାଣର ସମ୍ପୂର୍ଣ୍ଣ ବାଞ୍ଛା ସହିତ ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଆସିବ,
Odia IRV 2017 (ଓଡିଆ ବାଇବେଲ)
ଆଉ ସମସ୍ତ ଇସ୍ରାଏଲ ମଧ୍ୟରେ ତୁମ୍ଭର କୌଣସି ନଗରଦ୍ୱାରରେ ଯେଉଁ ଲେବୀୟ ଲୋକ ପ୍ରବାସ କରେ, ସେ ଯଦି ଆପଣା ପ୍ରାଣର ସମ୍ପୂର୍ଣ୍ଣ ବାଞ୍ଛା ସହିତ ସଦାପ୍ରଭୁଙ୍କ ମନୋନୀତ ସ୍ଥାନକୁ ଆସିବ,