Deuteronomy 18:7 — Compare Translations
5 translations compared side by side
Odia - 1840
"ସହେି ସ୍ଥାନ ରେ ସେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ଠିଆ ହବୋର ଆପଣା ସମସ୍ତ ଲବେୀୟ ଭାଇମାନଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ବରଙ୍କ ନାମ ରେ ସବୋ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ସ୍ଥାନରେ ସେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବାର ଆପଣା ସମସ୍ତ ଲେବୀୟ ଭାଇମାନଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ନାମରେ ସେବା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ଥାନରେ ସେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବାର ଆପଣା ସମସ୍ତ ଲେବୀୟ ଭାଇମାନଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ସେବା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେହି ସ୍ଥାନରେ ସେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବାର ଆପଣା ସମସ୍ତ ଲେବୀୟ ଭାଇମାନଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ସେବା କରିବ।
Odia IRV 2017 (ଓଡିଆ ବାଇବେଲ)
ତେବେ ସେହି ସ୍ଥାନରେ ସେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବାର ଆପଣା ସମସ୍ତ ଲେବୀୟ ଭାଇମାନଙ୍କ ପରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନାମରେ ସେବା କରିବ।