Deuteronomy 18:8 — Compare Translations

5 translations compared side by side

Odia - 1840
"ଲବେୀୟମାନେ ଆପଣା ପୈତୃକ ଅଧିକାରର ମୂଲ୍ଯଛଡା ସମାନଙ୍କେ ସମାନ ଭୋଜନର ଅଂଶ ପାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ପୈତୃକ-ଅଧିକାର ବିକ୍ରୟର ମୂଲ୍ୟ ଛଡ଼ା ସେମାନଙ୍କ ସମାନ ଭୋଜନର ଅଂଶ ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀୟମାନେ ଆପଣା ପୈତୃକ ଅଧିକାରର ମୂଲ୍ୟଛଡ଼ା ସେମାନଙ୍କ ସମାନ ଭୋଜନର ଅଂଶ ପାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ପୈତୃକ ଅଧିକାର ବିକ୍ରୟର ମୂଲ୍ୟ ଛଡ଼ା ସେମାନଙ୍କ ସମାନ ଭୋଜନର ଅଂଶ ପାଇବ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ପୈତୃକ-ଅଧିକାର ବିକ୍ରୟର ମୂଲ୍ୟ ଛଡ଼ା ସେମାନଙ୍କ ସମାନ ଭୋଜନର ଅଂଶ ପାଇବ।