Deuteronomy 18:9 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଯେତବେେଳେ ତକ୍ସ୍ଟମ୍ଭ ସଦାପ୍ରଭୁ ପରମେଶ୍ବରଙ୍କ ଦତ୍ତ ଦେଶ ରେ ପ୍ରବେଶ କରି ବାସ କରିବ, ସେ ଲୋକମାନଙ୍କ ତକ୍ସ୍ଟଲ୍ଯ ଘୃଣ୍ଯ କାର୍ଯଗୁଡିକ କରିବାକୁ ତୁମ୍ଭମାନେେ ଶିଖିବା ଉଚିତ୍ ନକ୍ସ୍ଟ ହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ସେଠାରେ ଉପସ୍ଥିତ ହେଲେ ସେ ସ୍ଥାନର ଗୋଷ୍ଠୀୟ ଲୋକମାନଙ୍କ ଘୃଣାଯୋଗ୍ୟ କ୍ରିୟାନୁସାରେ କରିବାକୁ ତୁମ୍ଭେ ଶିଖିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନେ ଅନ୍ୟ ଦେଶୀୟମାନଙ୍କ ପରି ରହିବେ ନାହିଁ “ତୁମ୍ଭେମାନେ ଯେତେବେଳେ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କ ଦତ୍ତ ଦେଶରେ ପ୍ରବେଶ କରି ବାସ କରିବ, ସେ ଲୋକମାନଙ୍କ ତୁଲ୍ୟ ଘୃଣ୍ୟ କାର୍ଯ୍ୟଗୁଡ଼ିକ କରିବାକୁ ତୁମ୍ଭେମାନେ ଶିଖିବା ଉଚିତ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ସେଠାରେ ଉପସ୍ଥିତ ହେଲେ ସେହି ସ୍ଥାନର ଗୋଷ୍ଠୀୟ ଲୋକମାନଙ୍କ ଘୃଣାଯୋଗ୍ୟ କ୍ରିୟାଗୁଡ଼ିକୁ ଅନୁକରଣ କରିବା ତୁମ୍ଭେ ଶିଖିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦିଅନ୍ତି, ସେଠାରେ ଉପସ୍ଥିତ ହେଲେ ସେହି ସ୍ଥାନର ଗୋଷ୍ଠୀୟ ଲୋକମାନଙ୍କ ଘୃଣାଯୋଗ୍ୟ କ୍ରିୟାଗୁଡିକୁ ଅନୁକରଣ କରିବା ତୁମ୍ଭେ ଶିଖିବ ନାହିଁ।