Deuteronomy 19:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭକୁ ଯେଉଁ ଦେଶ ଦବେେ ତାହା ଅନ୍ୟ ଦେଶୀଯମାନଙ୍କର ଅଟେ। ସଦାପ୍ରଭୁ ସହେି ଜାତିମାନଙ୍କୁ ଧ୍ବଂସ କରିବେ। ତୁମ୍ଭମାନେେ ସହେିଠା ରେ ବାସ କରିବ। ତୁମ୍ଭମାନେେ ତାଙ୍କର ଗୃହ ଓ ସହରଗକ୍ସ୍ଟଡିକ ଅଧିକାର କରିବ। ଏବଂ ଏଗକ୍ସ୍ଟଡିକ ହବୋପରେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁମାନଙ୍କର ଦେଶ ଦେବେ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେହି ଦେଶୀୟ ଲୋକମାନଙ୍କୁ ଉଚ୍ଛିନ୍ନ କଲେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ନଗରରେ ଓ ସେମାନଙ୍କ ଗୃହରେ ବାସ କଲେ,
Odia Bible ERV 2004 (ପବିତ୍ର ବାଇବଲ)
ନିରାପଦ ନଗରୀ “ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ ତାହା ଅନ୍ୟ ଦେଶୀୟମାନଙ୍କର ଅଟେ। ସଦାପ୍ରଭୁ ସେହି ଜାତିମାନଙ୍କୁ ଧ୍ୱଂସ କରିବେ। ତୁମ୍ଭେମାନେ ସେହିଠାରେ ବାସ କରିବ। ତୁମ୍ଭେମାନେ ତାଙ୍କର ଗୃହ ଓ ସହରଗୁଡ଼ିକ ଅଧିକାର କରିବ। ଏବଂ ଏଗୁଡ଼ିକ ହେବାପରେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁମାନଙ୍କର ଦେଶ ଦେବେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହି ଦେଶୀୟ ଲୋକମାନଙ୍କୁ ଉଚ୍ଛିନ୍ନ କଲେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ନଗରରେ ଓ ସେମାନଙ୍କ ଗୃହରେ ବାସ କଲେ,
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁମାନଙ୍କର ଦେଶ ଦେବେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେହି ଦେଶୀୟ ଲୋକମାନଙ୍କୁ ଉଚ୍ଛିନ୍ନ କଲେ ଓ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ନଗରରେ ଓ ସେମାନଙ୍କ ଗୃହରେ ବାସ କଲେ,