Deuteronomy 19:10 — Compare Translations
5 translations compared side by side
Odia - 1840
"ତବେେ ଆଉ ନିରୀହ ଲୋକ କହେି ତକ୍ସ୍ଟମ୍ଭ ସଦାପ୍ରଭୁ ପରମେଶ୍ବରଙ୍କ ଦତ୍ତ ଦେଶ ରେ ମୃତକ୍ସ୍ଟ୍ଯ ବରଣ କରିବେ ନାହିଁ। ଏବଂ ତୁମ୍ଭମାନେେ ନିରୀହମାନଙ୍କର ରକ୍ତପାତ ରେ ଦୋଷୀ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନୋହିଲେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଅଧିକାରାର୍ଥେ ଦିଅନ୍ତି, ତହିଁ ମଧ୍ୟରେ ନିର୍ଦ୍ଦୋଷର ରକ୍ତପାତ ହେବ, ତହୁଁ ତୁମ୍ଭ ଉପରେ ରକ୍ତପାତର ଅପରାଧ ବର୍ତ୍ତିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ଆଉ ନିରୀହ ଲୋକ କେହି ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କ ଦତ୍ତ ଦେଶରେ ମୃତ୍ୟୁବରଣ କରିବେ ନାହିଁ। ଏବଂ ତୁମ୍ଭେମାନେ ନିରୀହମାନଙ୍କର ରକ୍ତପାତରେ ଦୋଷୀ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନୋହିଲେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାରାର୍ଥେ ଦିଅନ୍ତି, ତହିଁ ମଧ୍ୟରେ ନିର୍ଦ୍ଦୋଷର ରକ୍ତପାତ ହେବ, ତହୁଁ ତୁମ୍ଭ ଉପରେ ରକ୍ତପାତର ଅପରାଧ ବର୍ତ୍ତିବ।
Odia IRV 2017 (ଓଡିଆ ବାଇବେଲ)
ନୋହିଲେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାରାର୍ଥେ ଦିଅନ୍ତି, ତହିଁ ମଧ୍ୟରେ ନିର୍ଦ୍ଦୋଷର ରକ୍ତପାତ ହେବ, ତହୁଁ ତୁମ୍ଭ ଉପରେ ରକ୍ତପାତର ଅପରାଧ ବର୍ତ୍ତିବ।