Deuteronomy 19:11 — Compare Translations

5 translations compared side by side

Odia - 1840
"ଏହା ଏପରି ହାଇପୋ ରେ ଯେ, କହେି ଜଣେ ଲକ୍ସ୍ଟଚି ରହିବ ଏବଂ ଫାନ୍ଦ ରେ ପକାଇବା ପାଇଁ ଅପେକ୍ଷା କରିବ, ଯାହାକକ୍ସ୍ଟ ସେ ଘୃଣା କରେ ତାକକ୍ସ୍ଟ ହତ୍ଯା କରିବାକୁ ଏବଂ ତାକକ୍ସ୍ଟ ହତ୍ଯା କରିବା ପରେ, ଧରାଯାଉ ସେ ସହେି ନଗରମାନଙ୍କରକ୍ସ୍ଟ ଏକ ନଗରକକ୍ସ୍ଟ ଦୌଡେ ଓ ଏକ ନାରାପଦ ନଗର ରେ ରହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର କେହି ଯେବେ ଆପଣା ପ୍ରତିବାସୀକି ହିଂସା କରି ତାହା ପାଇଁ ଛକି ବସେ ଓ ତାହାର ପ୍ରତିକୂଳରେ ଉଠି ତାହାକୁ ପ୍ରାଣରେ ମାରେ ଓ ସେ ମରନ୍ତେ, ଏହି ନଗରମାନ ମଧ୍ୟରୁ କୌଣସି ଏକ ନଗରକୁ ପଳାଏ;
Odia Bible ERV 2004 (ପବିତ୍ର ବାଇବଲ)
“ଏହା ଏପରି ହୋଇପାରେ ଯେ, କେହି ଜଣେ ଲୁଚି ରହିବ ଏବଂ ଫାନ୍ଦରେ ପକାଇବା ପାଇଁ ଅପେକ୍ଷା କରିବ, ଯାହାକୁ ସେ ଘୃଣା କରେ ତାକୁ ହତ୍ୟା କରିବାକୁ ଏବଂ ତାକୁ ହତ୍ୟା କରିବା ପରେ, ଧରାଯାଉ ସେ ସେହି ନଗରମାନଙ୍କରୁ ଏକ ନଗରକୁ ଦୌଡ଼େ ଓ ଏକ ନିରାପଦ ନଗରରେ ରହେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର କେହି ଯେବେ ଆପଣା ପ୍ରତିବାସୀକୁ ହିଂସା କରି ତାହା ପାଇଁ ଛକି ବସେ ଓ ତାହାର ପ୍ରତିକୂଳରେ ଉଠି ତାହାକୁ ପ୍ରାଣରେ ମାରେ ଓ ସେ ମରନ୍ତେ, ଏହି ନଗରମାନ ମଧ୍ୟରୁ କୌଣସି ଏକ ନଗରକୁ ପଳାଏ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର କେହି ଯେବେ ଆପଣା ପ୍ରତିବାସୀକୁ ହିଂସା କରି ତାହା ପାଇଁ ଛକି ବସେ ଓ ତାହାର ପ୍ରତିକୂଳରେ ଉଠି ତାହାକୁ ପ୍ରାଣରେ ମାରେ ଓ ସେ ମରନ୍ତେ, ଏହି ନଗରମାନ ମଧ୍ୟରୁ କୌଣସି ଏକ ନଗରକୁ ପଳାଏ;