Deuteronomy 19:12 — Compare Translations

5 translations compared side by side

Odia - 1840
"ଯଦି ଏପରି ଘଟେ, ତବେେ ତା'ର ନଗରର ପ୍ରାଚୀନମାନେ ତାକକ୍ସ୍ଟ ଡାକି ପଠାଇବେ ଏବଂ ତାକକ୍ସ୍ଟ ଫରୋଇ ଆଣିବେ। ଏବଂ ତାହାକକ୍ସ୍ଟ ହତ୍ଯା କରିବା ପାଇଁ ରକ୍ତର ପ୍ରତିହଁନ୍ତାର ହସ୍ତ ରେ ସମର୍ପଣ କରିବେ। ଏବଂ ତାକକ୍ସ୍ଟ ହତ୍ଯା କରାୟିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ଲୋକ ପଠାଇ ସେସ୍ଥାନରୁ ତାହାକୁ ଅଣାଇବେ ଓ ତାହାକୁ ବଧ କରିବା ପାଇଁ ରକ୍ତର ପ୍ରତିହନ୍ତା ହସ୍ତରେ ସମର୍ପଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଏପରି ଘଟେ, ତେବେ ତା’ର ନଗରର ପ୍ରାଚୀନମାନେ ତାକୁ ଡାକି ପଠାଇବେ ଏବଂ ତାକୁ ଫେରାଇ ଆଣିବେ। ଏବଂ ତାହାକୁ ହତ୍ୟା କରିବା ପାଇଁ ରକ୍ତର ପ୍ରତିହନ୍ତାର ହସ୍ତରେ ସମର୍ପଣ କରିବେ। ଏବଂ ତାକୁ ହତ୍ୟା କରାଯିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ଲୋକ ପଠାଇ ସେସ୍ଥାନରୁ ତାହାକୁ ଅଣାଇବେ ଓ ତାହାକୁ ବଧ କରିବା ପାଇଁ ରକ୍ତର ପ୍ରତିହନ୍ତା ହସ୍ତରେ ସମର୍ପଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ତେବେ ତାହାର ନଗରସ୍ଥ ପ୍ରାଚୀନମାନେ ଲୋକ ପଠାଇ ସେସ୍ଥାନରୁ ତାହାକୁ ଅଣାଇବେ ଓ ତାହାକୁ ବଧ କରିବା ପାଇଁ ରକ୍ତର ପ୍ରତିହନ୍ତା ହସ୍ତରେ ସମର୍ପଣ କରିବେ।