Deuteronomy 19:14 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଭୂମିରେ ଥିବା ପଥର ଚିହ୍ନକକ୍ସ୍ଟ ଘକ୍ସ୍ଟଞ୍ଚାଇବ ନାହିଁ। ଏହି ପଥରଚିହ୍ନ ଅତୀତ ରେ ଦିଆୟାଇଥିବା ଭୂମିକକ୍ସ୍ଟ ଚିହ୍ନଟ କରିବା ପାଇଁ ସହେି ପଥର ଚିହ୍ନକକ୍ସ୍ଟ ପରିବର୍ତ୍ତନ କରିବ ନାହିଁ। ସହେି ପଥର ଚିହ୍ନିତ ଦେଶମାନଙ୍କୁ ତୁମ୍ଭକୁ ସଦାପ୍ରଭୁ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭେ ଯାହା ଅଧିକାର କରିବ, ତୁମ୍ଭର ସେହି ଅଧିକାରରେ ପୂର୍ବ କାଳର ଲୋକମାନଙ୍କ ଦ୍ଵାରା ସ୍ଥାପିତ ତୁମ୍ଭ ସୀମାଚିହ୍ନ ଘୁଞ୍ଚାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସମ୍ପତ୍ତିର ଚିହ୍ନଟ “ତୁମ୍ଭେମାନେ ଭୂମିରେ ଥିବା ପଥର ଚିହ୍ନକୁ ଘୁଞ୍ଚାଇବ ନାହିଁ। ଏହି ପଥର ଚିହ୍ନ ଅତୀତରେ ଦିଆଯାଇଥିବା ଭୂମିକୁ ଚିହ୍ନଟ କରିବା ପାଇଁ ସେହି ପଥର ଚିହ୍ନକୁ ପରିବର୍ତ୍ତନ କରିବ ନାହିଁ। ସେହି ପଥର ଚିହ୍ନିତ ଦେଶମାନଙ୍କୁ ତୁମ୍ଭକୁ ସଦାପ୍ରଭୁ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭେ ଯାହା ଅଧିକାର କରିବ, ତୁମ୍ଭର ସେହି ଅଧିକାରରେ ପୂର୍ବକାଳର ଲୋକମାନଙ୍କ ଦ୍ୱାରା ସ୍ଥାପିତ ତୁମ୍ଭ ସୀମାର ଚିହ୍ନ ଘୁଞ୍ଚାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭେ ଯାହା ଅଧିକାର କରିବ, ତୁମ୍ଭର ସେହି ଅଧିକାରରେ ପୂର୍ବ କାଳର ଲୋକମାନଙ୍କ ଦ୍ୱାରା ସ୍ଥାପିତ ତୁମ୍ଭ ସୀମାର ଚିହ୍ନ ଘୁଞ୍ଚାଇବ ନାହିଁ।