Deuteronomy 19:15 — Compare Translations

5 translations compared side by side

Odia - 1840
"ଯଦି କୌଣସି ଲୋକ ଅପରାଧ କରେ ବା ପାପ କରେ, ତା'ର ଦେଶ ନିରୂପଣ ପାଇଁ ଗୋଟିଏ ସାକ୍ଷୀ ୟତେଷ୍ଟ ନକ୍ସ୍ଟ ହେଁ। ସହେି ଲୋକକୁ ଦଷେୀ ସାବ୍ଯସ୍ତ କରିବା ପାଇଁ ଦକ୍ସ୍ଟଇଟି ତିନୋଟି ସାକ୍ଷୀ ୟଥେଷ୍ଟ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟ କୌଣସି ଅପରାଧ କି କୌଣସି ପାପ କଲେ, ତାହାର କୃତ ସେହି ପାପ ଲାଗି ଏକ ସାକ୍ଷୀ ତାହାର ପ୍ରତିକୂଳରେ ଉଠିବ ନାହିଁ; ଦୁଇ ସାକ୍ଷୀଙ୍କ ମୁଖ ଦ୍ଵାରା କିଅବା ତିନି ସାକ୍ଷୀଙ୍କ ମୁଖ ଦ୍ଵାରା ବିଚାର ନିଷ୍ପନ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସାକ୍ଷୀଗଣ “ଯଦି କୌଣସି ଲୋକ ଅପରାଧ କରେ ବା ପାପ କରେ, ତା’ର ଦୋଷ ନିରୂପଣ ପାଇଁ ଗୋଟିଏ ସାକ୍ଷୀ ଯଥେଷ୍ଟ ନୁହେଁ। ସେହି ଲୋକକୁ ଦୋଷୀ ସାବ୍ୟସ୍ତ କରିବା ପାଇଁ ଦୁଇଟି, ତିନୋଟି ସାକ୍ଷୀ ଯଥେଷ୍ଟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟ କୌଣସି ଅପରାଧ କି କୌଣସି ପାପ କଲେ, ତାହାର କୃତ ସେହି ପାପ ଲାଗି ଏକ ସାକ୍ଷୀ ତାହାର ପ୍ରତିକୂଳରେ ଉଠିବ ନାହିଁ; ଦୁଇ ସାକ୍ଷୀଙ୍କ ମୁଖ ଦ୍ୱାରା କିଅବା ତିନି ସାକ୍ଷୀଙ୍କ ମୁଖ ଦ୍ୱାରା ବିଚାର ନିଷ୍ପନ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟ କୌଣସି ଅପରାଧ କି କୌଣସି ପାପ କଲେ, ତାହାର କୃତ ସେହି ପାପ ଲାଗି ଏକ ସାକ୍ଷୀ ତାହାର ପ୍ରତିକୂଳରେ ଉଠିବ ନାହିଁ; ଦୁଇ ସାକ୍ଷୀଙ୍କ ମୁଖ ଦ୍ୱାରା କିଅବା ତିନି ସାକ୍ଷୀଙ୍କ ମୁଖ ଦ୍ୱାରା ବିଚାର ନିଷ୍ପନ୍ନ ହେବ।