Deuteronomy 19:17 — Compare Translations
5 translations compared side by side
Odia - 1840
"ଯେଉଁ ଦକ୍ସ୍ଟଇ ବ୍ଯକ୍ତି ମଧିଅରେ ବି ରୋଧ ଥାଏ, ସେ ଦକ୍ସ୍ଟ ହେଁ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ସେ ସମୟରେ ଯାଜକ ଓ ବିଗ୍ଭରକର୍ତ୍ତାଙ୍କ ଆଗ ରେ ଛିଡା ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯେଉଁ ଦୁଇ ବ୍ୟକ୍ତି ମଧ୍ୟରେ ବିରୋଧ ଥାଏ, ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମୟର ଯାଜକ ଓ ବିଚାରକର୍ତ୍ତାମାନଙ୍କ ଆଗରେ ଠିଆ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଦୁଇ ବ୍ୟକ୍ତି ମଧ୍ୟରେ ବିରୋଧ ଥାଏ, ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ସେ ସମୟରେ ଯାଜକ ଓ ବିଗ୍ଭରକର୍ତ୍ତାଙ୍କ ଆଗରେ ଛିଡ଼ା ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯେଉଁ ଦୁଇ ବ୍ୟକ୍ତି ମଧ୍ୟରେ ବିରୋଧ ଥାଏ, ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମୟର ଯାଜକ ଓ ବିଚାରକର୍ତ୍ତାମାନଙ୍କ ଆଗରେ ଠିଆ ହେବେ।
Odia IRV 2017 (ଓଡିଆ ବାଇବେଲ)
ତେବେ ଯେଉଁ ଦୁଇ ବ୍ୟକ୍ତି ମଧ୍ୟରେ ବିରୋଧ ଥାଏ, ସେ ଦୁହେଁ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମୟର ଯାଜକ ଓ ବିଚାରକର୍ତ୍ତାମାନଙ୍କ ଆଗରେ ଠିଆ ହେବେ।