Deuteronomy 19:18 — Compare Translations
5 translations compared side by side
Odia - 1840
"ବିଗ୍ଭର କର୍ତ୍ତାମାନେ ନିଶ୍ଚଯ ପକ୍ସ୍ଟଙ୍ଗାନକ୍ସ୍ଟପକ୍ସ୍ଟଙ୍ଗ ଭାବରେ ତଦନ୍ତ କରିବେ। ସଠିକ ଭାବରେ ଅନକ୍ସ୍ଟସନ୍ଧାନ କରିବେ। ଆଉ ଯଦି ସମାନେେ ଦେଖିଲେ ସହେି ଲୋକ ମିଥ୍ଯା ସାକ୍ଷ୍ଯ ଦଇେଛି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ବିଚାରକର୍ତ୍ତାମାନେ ଯନିପୂର୍ବକ ଅନୁସନ୍ଧାନ କରିବେ; ଆଉ ଦେଖ, ସେ ସାକ୍ଷୀ ଯେବେ ମିଥ୍ୟାସାକ୍ଷୀ ଓ ଆପଣା ଭାଇ ବିରୁଦ୍ଧରେ ମିଥ୍ୟାସାକ୍ଷ୍ୟ ଦେଇଥାଏ;
Odia Bible ERV 2004 (ପବିତ୍ର ବାଇବଲ)
ବିଗ୍ଭରକର୍ତ୍ତାମାନେ ନିଶ୍ଚୟ ପୁଙ୍ଖାନୁପୁଙ୍ଖ ଭାବରେ ତଦନ୍ତ କରିବେ। ସଠିକ୍ ଭାବରେ ଅନୁସନ୍ଧାନ କରିବେ। ଆଉ ଯଦି ସେମାନେ ଦେଖିଲେ ସେହି ଲୋକ ମିଥ୍ୟା ସାକ୍ଷ୍ୟ ଦେଇଛି,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ବିଚାରକର୍ତ୍ତାମାନେ ଯତ୍ନପୂର୍ବକ ଅନୁସନ୍ଧାନ କରିବେ; ଆଉ ଦେଖ, ସେ ସାକ୍ଷୀ ଯେବେ ମିଥ୍ୟାସାକ୍ଷୀ ଓ ଆପଣା ଭାଇ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେଇଥାଏ;
Odia IRV 2017 (ଓଡିଆ ବାଇବେଲ)
ତହୁଁ ବିଚାରକର୍ତ୍ତାମାନେ ଯତ୍ନପୂର୍ବକ ଅନୁସନ୍ଧାନ କରିବେ; ଆଉ ଦେଖ, ସେ ସାକ୍ଷୀ ଯେବେ ମିଥ୍ୟାସାକ୍ଷୀ ଓ ଆପଣା ଭାଇ ବିରୁଦ୍ଧରେ ମିଥ୍ୟାସାକ୍ଷ୍ୟ ଦେଇଥାଏ;