Deuteronomy 19:2 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ସହେି ଦେଶକକ୍ସ୍ଟ ତିନି ଭାଗ ରେ ବିଭକ୍ତ କରିବା ଉଚିତ୍। ଏବଂ ପ୍ରେତ୍ୟକକ ଅଂଶ ରେ ଏକ ନଗର ନିର୍ମାଣ କର ଯାହାକି ସହେି ଅଞ୍ଚଳ ମଧ୍ଯବର୍ତ୍ତୀ ହବେ। ଏବଂ ଏହାପରେ ସହେି ନଗରକକ୍ସ୍ଟ ସବୁଆଡକ୍ସ୍ଟ ରାସ୍ତା ନିର୍ମାଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ଅଧିକାରାର୍ଥେ ଯେଉଁ ଦେଶ ଦିଅନ୍ତି, ତୁମ୍ଭର ସେହି ଦେଶ ମଧ୍ୟରେ ତୁମ୍ଭେ ଆପଣା ପାଇଁ ତିନୋଟି ନଗର ପୃଥକ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସେହି ଦେଶକୁ ତିନି ଭାଗରେ ବିଭକ୍ତ କରିବା ଉଚିତ୍। ଏବଂ ପ୍ରତ୍ୟେକ ଅଂଶରେ ଏକ ନଗର ନିର୍ମାଣ କର ଯାହାକି ସେହି ଅଞ୍ଚଳ ମଧ୍ୟବର୍ତ୍ତୀ ହେବ। ଏବଂ ଏହା ପରେ ସେହି ନଗରକୁ ସବୁଆଡ଼ୁ ରାସ୍ତା ନିର୍ମାଣ କର। ଏହା ପରେ ସେଠାରେ ଯେକେହି ଦୁର୍ଘଟଣା ବଶତଃ ଅନ୍ୟକୁ ହତ୍ୟା କରେ, ସେ ସେହି ନିରାପଦ ନଗରକୁ ଯାଇ ନିରାପଦରେ ରହିପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ଅଧିକାରାର୍ଥେ ଯେଉଁ ଦେଶ ଦିଅନ୍ତି, ତୁମ୍ଭର ସେହି ଦେଶ ମଧ୍ୟରେ ତୁମ୍ଭେ ଆପଣା ପାଇଁ ତିନୋଟି ନଗର ପୃଥକ କରିବ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ଅଧିକାରାର୍ଥେ ଯେଉଁ ଦେଶ ଦିଅନ୍ତି, ତୁମ୍ଭର ସେହି ଦେଶ ମଧ୍ୟରେ ତୁମ୍ଭେ ଆପଣା ପାଇଁ ତିନୋଟି ନଗର ପୃଥକ୍ କରିବ।