Deuteronomy 19:20 — Compare Translations
5 translations compared side by side
Odia - 1840
"ଅବଶିଷ୍ଟ ଲୋକମାନେ ତାହା ଶକ୍ସ୍ଟଣି ଭୟ କରିବେ। ସହେି ସମୟରେ ଆଉ କୌଣସି ଲୋକେ ଏପରି କରିବାକୁ ସାହସ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅବଶିଷ୍ଟ ଲୋକମାନେ ତାହା ଶୁଣି ଭୟ କରିବେ ଓ ସେହି ସମୟାବଧି ତୁମ୍ଭ ମଧ୍ୟରେ ଆଉ ସେରୂପ ମନ୍ଦ କର୍ମ କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଅବଶିଷ୍ଟ ଲୋକମାନେ ତାହା ଶୁଣି ଭୟ କରିବେ। ସେହି ସମୟରେ ଆଉ କୌଣସି ଲୋକେ ଏପରି କରିବାକୁ ସାହସ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଅବଶିଷ୍ଟ ଲୋକମାନେ ତାହା ଶୁଣି ଭୟ କରିବେ ଓ ସେହି ସମୟାବଧି ତୁମ୍ଭ ମଧ୍ୟରେ ଆଉ ସେରୂପ ମନ୍ଦ କର୍ମ କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଅବଶିଷ୍ଟ ଲୋକମାନେ ତାହା ଶୁଣି ଭୟ କରିବେ ଓ ସେହି ସମୟାବଧି ତୁମ୍ଭ ମଧ୍ୟରେ ଆଉ ସେରୂପ ମନ୍ଦ କର୍ମ କରିବେ ନାହିଁ।