Deuteronomy 19:21 — Compare Translations

5 translations compared side by side

Odia - 1840
" ସହେି ଲୋକମାନଙ୍କୁ ଦଣ୍ତଦବୋ ସମୟରେ ତୁମ୍ଭମାନେେ ଦିଃଖ କରିବା ଉଚିତ୍ ନକ୍ସ୍ଟହଁ। ଯଦି କହେି ଜଣେ ଅନ୍ୟ ଜୀବନ ନଇେ ଥାଏ ତବେେ ତାକକ୍ସ୍ଟ ତାହାର ଜୀବନ ଦବୋ ଉଚିତ୍। ନିଯମ ଏପରି ହବେ, ଆଖି ପାଇଁ ଆଖି ଦବୋକକ୍ସ୍ଟ ପଡିବ, ଦାନ୍ତ ପାଇଁ ଦାନ୍ତ ଦବୋକକ୍ସ୍ଟ ପଡିବ, ହାତ ବଦଳ ରେ ହାତ ଓ ଗୋଡ ବଦଳ ରେ ଗୋଡ ଦବୋକକ୍ସ୍ଟ ପଡିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଚକ୍ଷୁ ଦୟା କରିବ ନାହିଁ; ପ୍ରାଣ ପରିଶୋଧରେ ପ୍ରାଣ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦ; ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ପାଦ ପରିଶୋଧରେ ପାଦ ନିଆଯିବ ।
Odia Bible ERV 2004 (ପବିତ୍ର ବାଇବଲ)
“ସେହି ଲୋକମାନଙ୍କୁ ଦଣ୍ତଦେବା ସମୟରେ ତୁମ୍ଭେମାନେ ଦୁଃଖ କରିବା ଉଚିତ୍ ନୁହଁ। ଯଦି କେହି ଜଣେ ଅନ୍ୟ ଜୀବନ ନେଇ ଥାଏ ତେବେ ତାକୁ ତାହାର ଜୀବନ ଦେବା ଉଚିତ୍। ନିୟମ ଏପରି ହେବ, ଆଖି ପାଇଁ ଆଖି ଦେବାକୁ ପଡ଼ିବ, ଦାନ୍ତ ପାଇଁ ଦାନ୍ତ ଦେବାକୁ ପଡ଼ିବ, ହାତ ବଦଳରେ ହାତ ଓ ଗୋଡ଼ ବଦଳରେ ଗୋଡ଼ ଦେବାକୁ ପଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଚକ୍ଷୁ ଦୟା କରିବ ନାହିଁ; ପ୍ରାଣ ପରିଶୋଧରେ ପ୍ରାଣ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ପାଦ ପରିଶୋଧରେ ପାଦ ନିଆଯିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଚକ୍ଷୁ ଦୟା କରିବ ନାହିଁ; ପ୍ରାଣ ପରିଶୋଧରେ ପ୍ରାଣ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ପାଦ ପରିଶୋଧରେ ପାଦ ନିଆଯିବ।