Deuteronomy 19:3 — Compare Translations
4 translations compared side by side
Odia - 1840
"ଏହାପରେ ସଠାେରେ ଯେ କହେି ଦକ୍ସ୍ଟର୍ଘଟଣା ବଶତଃ ଅନ୍ୟକକ୍ସ୍ଟ ହତ୍ଯା କରେ, ସେ ସହେି ନିରାପଦ ନଗରକକ୍ସ୍ଟ ୟାଇ ନରାପଦ ରେ ରହିପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ପାଇଁ ପଥ ପ୍ରସ୍ତୁତ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଦେଶ ଅଧିକାର କରାଇବେ, ତୁମ୍ଭ ସେହି ଦେଶର ଭୂମି ତିନିଭାଗ କରିବ, ତହିଁରେ ପ୍ରତ୍ୟେକ ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ପାଇଁ ପଥ ପ୍ରସ୍ତୁତ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାର କରାଇବେ, ତୁମ୍ଭେ ସେହି ଦେଶର ଭୂମି ତିନି ଭାଗ କରିବ, ତହିଁରେ ପ୍ରତ୍ୟେକ ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ପାଇଁ ପଥ ପ୍ରସ୍ତୁତ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଅଧିକାର କରାଇବେ, ତୁମ୍ଭେ ସେହି ଦେଶର ଭୂମି ତିନି ଭାଗ କରିବ, ତହିଁରେ ପ୍ରତ୍ୟେକ ନରହତ୍ୟାକାରୀ ସେଠାକୁ ପଳାଇ ଯାଇ ପାରିବ।