Deuteronomy 19:6 — Compare Translations

5 translations compared side by side

Odia - 1840
"ଯଦି ନଗରଟି ସଠାେରକ୍ସ୍ଟ ବହକ୍ସ୍ଟତ ଦୂର ରେ ଥାଏ। ଯଦି ସଠାେକକ୍ସ୍ଟ ଶିଘ୍ର ଦୌଡି ନ ୟାଇପା ରେ ତବେେ ରକ୍ତର ପ୍ରତିହନ୍ତା ତଲ୍ଗତିତ୍ତ ହଇେ ନରହତ୍ଯା କାରୀର ପେଛ ଗୋଡ଼ାଇ ଦୂରପଥ ସକାଶକ୍ସ୍ଟ ତାହାକକ୍ସ୍ଟ ଧରି ଜୀବନ ରେ ମାରି ଦବେ। ମାତ୍ର ସହେି ଲୋକ ପ୍ରାଣଦଣ୍ତ ଯୋଗ୍ଯ ନକ୍ସ୍ଟ ହେଁ। କାରଣ ତାହା ପୂର୍ବରକ୍ସ୍ଟ ତାହାକକ୍ସ୍ଟ ହିଂସା କରୁ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନୋହିଲେ ରକ୍ତର ପ୍ରତିହନ୍ତା ତପ୍ତଚିତ୍ତ ହୋଇ ନରହତ୍ୟାକାରୀର ପଛେ ଗୋଡ଼ାଇ ଦୂର ପଥ ସକାଶୁ ତାହାକୁ ଧରି ପ୍ରାଣରେ ମାରି ପକାଇବ; ମାତ୍ର ସେ ଲୋକ ପ୍ରାଣଦଣ୍ତ ଯୋଗ୍ୟ ନୁହେଁ, କାରଣ ସେ ପୂର୍ବେ ତାହାକୁ ହିଂସା କରି ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ନଗରଟି ସେଠାରୁ ବହୁତ ଦୂରରେ ଥାଏ। ଯଦି ସେଠାକୁ ଶୀଘ୍ର ଦୌଡ଼ି ନ ଯାଇପାରେ ତେବେ ରକ୍ତର ପ୍ରତିହନ୍ତା ତପ୍ତତିତ୍ତ ହୋଇ ନରହତ୍ୟା କାରୀର ପଛେ ଗୋଡ଼ାଇ ଦୂରପଥ ସକାଶୁ ତାହାକୁ ଧରି ଜୀବନରେ ମାରି ଦେବ। ମାତ୍ର ସେହି ଲୋକ ପ୍ରାଣଦଣ୍ତ ଯୋଗ୍ୟ ନୁହେଁ। କାରଣ ତାହା ପୂର୍ବରୁ ତାହାକୁ ହିଂସା କରୁ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନୋହିଲେ ରକ୍ତର ପ୍ରତିହନ୍ତା ତପ୍ତଚିତ୍ତ ହୋଇ ନରହତ୍ୟାକାରୀର ପଛେ ଗୋଡ଼ାଇ ଦୂର ପଥ ସକାଶୁ ତାହାକୁ ଧରି ପ୍ରାଣରେ ମାରି ପକାଇବ; ମାତ୍ର ସେ ଲୋକ ପ୍ରାଣଦଣ୍ଡ ଯୋଗ୍ୟ ନୁହେଁ, କାରଣ ସେ ପୂର୍ବେ ତାହାକୁ ହିଂସା କରି ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ନୋହିଲେ ରକ୍ତର ପ୍ରତିହନ୍ତା ତପ୍ତଚିତ୍ତ ହୋଇ ନରହତ୍ୟାକାରୀର ପଛେ ଗୋଡ଼ାଇ ଦୂର ପଥ ସକାଶୁ ତାହାକୁ ଧରି ପ୍ରାଣରେ ମାରି ପକାଇବ; ମାତ୍ର ସେ ଲୋକ ପ୍ରାଣଦଣ୍ଡ ଯୋଗ୍ୟ ନୁହେଁ, କାରଣ ସେ ପୂର୍ବେ ତାହାକୁ ହିଂସା କରି ନ ଥିଲା।