Deuteronomy 19:7 — Compare Translations

5 translations compared side by side

Odia - 1840
"ଏଥିପାଇଁ ମୁ ତୁମ୍ଭକୁ ଆପଣା ନିମନ୍ତେ ତିନୋଟି ପୃଥକ ନଗର ବାଛିବାକକ୍ସ୍ଟ କହକ୍ସ୍ଟଛି, ଯେଉଁ ନଗରୀଗକ୍ସ୍ଟଡିକ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ମୁଁ ତୁମ୍ଭକୁ ଆପଣା ନିମନ୍ତେ ତିନୋଟି ନଗର ପୃଥକ କରିବାକୁ କହି ଆଜ୍ଞା ଦେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିପାଇଁ ମୁଁ ତୁମ୍ଭକୁ ଆପଣା ନିମନ୍ତେ ତିନୋଟି ପୃଥକ ନଗର ବାଛିବାକୁ କହୁଅଛି, ଯେଉଁ ନଗରୀଗୁଡ଼ିକ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ମୁଁ ତୁମ୍ଭକୁ ଆପଣା ନିମନ୍ତେ ତିନୋଟି ନଗର ପୃଥକ କରିବାକୁ କହି ଆଜ୍ଞା ଦେଉଅଛି।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ମୁଁ ତୁମ୍ଭକୁ ଆପଣା ନିମନ୍ତେ ତିନୋଟି ନଗର ପୃଥକ କରିବାକୁ କହି ଆଜ୍ଞା ଦେଉଅଛି।

Recommended Reading