Deuteronomy 19:8 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ସହିତ ପ୍ରତିଜ୍ଞା କରିଛନ୍ତି ଯେ ତୁମ୍ଭର ସୀମା ବୃଦ୍ଧି କରିବେ। ଯେଉଁ ଦେଶ ସମାନଙ୍କେୁ ଦବୋକକ୍ସ୍ଟ କହିଛନ୍ତି ତାହା ସବୁ ତୁମ୍ଭମାନଙ୍କୁ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମୁଁ ଆଜି ତୁମ୍ଭକୁ ଯେ ଯେ ଆଜ୍ଞା ଦେଉଅଛି, ତୁମ୍ଭେ ତାହା ସବୁ ପାଳନ କରି ଯାବଜ୍ଜୀବନ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପ୍ରେମ କଲେ ଓ ତାହାଙ୍କ ପଥରେ ଚାଲିଲେ,
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ସହିତ ପ୍ରତିଜ୍ଞା କରିଛନ୍ତି ଯେ ତୁମ୍ଭର ସୀମା ବୃଦ୍ଧି କରିବେ। ଯେଉଁ ଦେଶ ସେମାନଙ୍କୁ ଦେବାକୁ କହିଛନ୍ତି ତାହା ସବୁ ତୁମ୍ଭମାନଙ୍କୁ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେ ତାହାସବୁ ପାଳନ କରି ଯାବଜ୍ଜୀବନ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କଲେ ଓ ତାହାଙ୍କ ପଥରେ ଚାଲିଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା ଦେଉଅଛି, ତୁମ୍ଭେ ତାହା ସବୁ ପାଳନ କରି ଯାବଜ୍ଜୀବନ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କଲେ ଓ ତାହାଙ୍କ ପଥରେ ଚାଲିଲେ,