Deuteronomy 19:9 — Compare Translations
5 translations compared side by side
Odia - 1840
"ସେ ଏପରି କରିବେ ଯେତବେେଳେ ତୁମ୍ଭମାନେେ ସଐୂର୍ଣ୍ଣ ଭାବେ ସର୍ବାନ୍ତ କରଣ ରେ ମୁ ଆଜି କହକ୍ସ୍ଟଥିବା ତାଙ୍କର ଆଜ୍ଞାମାନ ପାଳନ କରିବ। ଯଦି ତୁମ୍ଭମାନେେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶଓରଙ୍କୁ ପ୍ ରମେକର ଏବଂ ତାଙ୍କର ଗ୍ଭହିଁବା ଅନକ୍ସ୍ଟସା ରେ ତୁମ୍ଭମାନେେ ଚଳ। ଏହାପରେ ପରମେଶ୍ବର ତୁମ୍ଭମାନଙ୍କ ସୀମା ବୃଦ୍ଧି କଲେ ତୁମ୍ଭମାନେେ ଆଉ ତିନୋଟି ନିରାପଦ ନଗରୀ ନିର୍ମାଣ କରିବ। ସଗେକ୍ସ୍ଟଡିକ ପୂର୍ବ ନିରାପଦ ନଗର ସହିତ ସଂୟକ୍ସ୍ଟକ୍ତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଆପଣା ଶପଥ ଅନୁସାରେ ତୁମ୍ଭ ସୀମା ବୃଦ୍ଧି କରନ୍ତି ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ପ୍ରତିଜ୍ଞାତ ସମସ୍ତ ଦେଶ ତୁମ୍ଭକୁ ଦିଅନ୍ତି; ତେବେ ତୁମ୍ଭେ ସେହି ତିନି ନଗର ଭିନ୍ନ ତୁମ୍ଭ ପାଇଁ ଆଉ ତିନୋଟି ନଗର ନିରୂପଣ କରିବ;
Odia Bible ERV 2004 (ପବିତ୍ର ବାଇବଲ)
ସେ ଏପରି କରିବେ ଯେତେବେଳେ ତୁମ୍ଭେମାନେ ସମ୍ପୂର୍ଣ୍ଣ ଭାବେ ସର୍ବାନ୍ତକରଣରେ, ମୁଁ ଆଜି କହୁଥିବା ତାଙ୍କର ଆଜ୍ଞାମାନ ପାଳନ କରିବ। ଯଦି ତୁମ୍ଭେମାନେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କୁ ପ୍ରେମ କର ଏବଂ ତାଙ୍କର ଗ୍ଭହିଁବା ଅନୁସାରେ ତୁମ୍ଭେମାନେ ଚଳ। ଏହା ପରେ ପରମେଶ୍ୱର ତୁମ୍ଭମାନଙ୍କ ସୀମା ବୃଦ୍ଧି କଲେ ତୁମ୍ଭେମାନେ ଆଉ ତିନୋଟି ନିରାପଦ ନଗରୀ ନିର୍ମାଣ କରିବ। ସେଗୁଡ଼ିକ ପୂର୍ବ ନିରାପଦ ନଗର ସହିତ ସଂଯୁକ୍ତ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଆପଣା ଶପଥ ଅନୁସାରେ ତୁମ୍ଭ ସୀମା ବୃଦ୍ଧି କରନ୍ତି ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ପ୍ରତିଜ୍ଞାତ ସମସ୍ତ ଦେଶ ତୁମ୍ଭକୁ ଦିଅନ୍ତି; ତେବେ ତୁମ୍ଭେ ସେହି ତିନି ନଗର ବ୍ୟତୀତ ତୁମ୍ଭ ପାଇଁ ଆଉ ତିନୋଟି ନଗର ନିରୂପଣ କରିବ;
Odia IRV 2017 (ଓଡିଆ ବାଇବେଲ)
ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଆପଣା ଶପଥ ଅନୁସାରେ ତୁମ୍ଭ ସୀମା ବୃଦ୍ଧି କରନ୍ତି ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ପ୍ରତିଜ୍ଞାତ ସମସ୍ତ ଦେଶ ତୁମ୍ଭକୁ ଦିଅନ୍ତି; ତେବେ ତୁମ୍ଭେ ସେହି ତିନି ନଗର ବ୍ୟତୀତ ତୁମ୍ଭ ପାଇଁ ଆଉ ତିନୋଟି ନଗର ନିରୂପଣ କରିବ;