Deuteronomy 2:1 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ ଯେପରି କହିଲେ, ଆମ୍ଭମାନେେ ସହେିପରି କଲକ୍ସ୍ଟ। ଆମ୍ଭମାନେେ ସୂଫ ସମକ୍ସ୍ଟଦ୍ର ମଧ୍ଯଦଇେ ମରକ୍ସ୍ଟଭୂମି ଆଡେ ୟାତ୍ରା କଲକ୍ସ୍ଟ। ଆମ୍ଭମାନେେ ସଯେୀର ପର୍ବତ ରେ ବହକ୍ସ୍ଟତ ଦିନ ଧରି ଭ୍ରମଣ କଲକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋʼ ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେମାନେ ଫେରି ସୂଫ ସମୁଦ୍ର ପଥ ଦେଇ ପ୍ରାନ୍ତର ଆଡ଼େ ଯାତ୍ରା କଲୁ; ପୁଣି ସେୟୀର ପର୍ବତ ବୁଲି ଆସିବାକୁ ଆମ୍ଭମାନଙ୍କୁ ଅନେକ ଦିନ ଲାଗିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ମରୁଭୂମିରେ ଇତଃସ୍ତତ ଭ୍ରମଣ କଲେ “ଏହା ପରେ ସଦାପ୍ରଭୁ ଯେପରି କହିଲେ, ଆମ୍ଭେମାନେ ସେହିପରି କଲୁ। ଆମ୍ଭେମାନେ ସୂଫସାଗର ମଧ୍ୟଦେଇ ମରୁଭୂମି ଆଡ଼େ ଯାତ୍ରା କଲୁ। ଆମ୍ଭେମାନେ ସେୟୀର ପର୍ବତରେ ବହୁତ ଦିନ ଧରି ଭ୍ରମଣ କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋʼ ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେମାନେ ଫେରି ସୂଫ ସାଗର ପଥ ଦେଇ ପ୍ରାନ୍ତର ଆଡ଼େ ଯାତ୍ରା କଲୁ; ପୁଣି ସେୟୀର ପର୍ବତ ବୁଲି ଆସିବାକୁ ଆମ୍ଭମାନଙ୍କୁ ଅନେକ ଦିନ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋ’ ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେମାନେ ଫେରି ସୂଫ ସାଗର ପଥ ଦେଇ ପ୍ରାନ୍ତର ଆଡ଼େ ଯାତ୍ରା କଲୁ; ପୁଣି ସେୟୀର ପର୍ବତ ବୁଲି ଆସିବାକୁ ଆମ୍ଭମାନଙ୍କୁ ଅନେକ ଦିନ ଲାଗିଲା।