Deuteronomy 2:10 — Compare Translations

5 translations compared side by side

Odia - 1840
"ଅତୀତ ରେ ସହେି ସ୍ଥାନ ରେ ଏମୀଯ ଲୋକମାନେ ବାସ କରୁଥିଲେ। ସମାନେେ ଶକ୍ତିଶାଳୀ ଥିଲେ, ସମାନେେ ବହକ୍ସ୍ଟତ ସଂଖ୍ଯକ ଥିଲେ। ଏବଂ ଅନାକୀଯମାନଙ୍କ ପରି ଦୀର୍ଘକାଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
(ପୂର୍ବେ ସେହି ସ୍ଥାନରେ ଏମୀୟ ଲୋକମାନେ ବାସ କଲେ, ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଦୀର୍ଘକାୟ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅତୀତରେ ସେହି ସ୍ଥାନରେ ଏମୀୟ ଲୋକମାନେ ବାସ କରୁଥିଲେ। ସେମାନେ ଶକ୍ତିଶାଳୀ ଥିଲେ, ସେମାନେ ବହୁତ ସଂଖ୍ୟକ ଥିଲେ। ଏବଂ ଅନାକୀୟମାନଙ୍କ ପରି ଦୀର୍ଘକାୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
(ପୂର୍ବେ ସେହି ସ୍ଥାନରେ ଏମୀୟ ଲୋକମାନେ ବାସ କରୁଥିଲେ, ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଥିଲେ।
Odia IRV 2017 (ଓଡିଆ ବାଇବେଲ)
(ପୂର୍ବେ ସେହି ସ୍ଥାନରେ ଏମୀୟ ଲୋକମାନେ ବାସ କରୁଥିଲେ, ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଥିଲେ।