Deuteronomy 2:12 — Compare Translations

5 translations compared side by side

Odia - 1840
"ହୋରୀଯ ଲୋକମାନେ ସଠାେରେ ପୂର୍ବେ ବାସ କରୁଥିଲେ। ମାତ୍ର ଏଷୌର ସନ୍ତାନଗଣ ସମାନଙ୍କେୁ ସଠାେରକ୍ସ୍ଟ ତଡି ଦେଲେ। ସମାନଙ୍କେୁ ବିନାଶ କଲେ ଓ ସମାନଙ୍କେ ସ୍ଥାନ ରେ ବାସ କଲେ। ଯେପରି ଇଶ୍ରାୟେଲ ସଦାପ୍ରଭୁ ଦତ୍ତ ଆପଣା ଅଧିକାର ଭୂମିରେ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପୂର୍ବେ ହୋରୀୟ ଲୋକମାନେ ସେୟୀରରେ ବାସ କଲେ, ମାତ୍ର ଏଷୌର ସନ୍ତାନଗଣ ସେମାନଙ୍କୁ ଅଧିକାରଚ୍ୟୁତ କଲେ ଓ ଆପଣାମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ; ଯେରୂପେ ଇସ୍ରାଏଲ ସଦାପ୍ରଭୁଙ୍କ ଦତ୍ତ ଆପଣା ଅଧିକାର-ଭୂମିରେ କଲେ) ।
Odia Bible ERV 2004 (ପବିତ୍ର ବାଇବଲ)
ହୋରୀୟ ଲୋକମାନେ ସେଠାରେ ପୂର୍ବେ ବାସ କରୁଥିଲେ। ମାତ୍ର ଏଷୌର ସନ୍ତାନଗଣ ସେମାନଙ୍କୁ ସେଠାରୁ ତଡ଼ି ଦେଲେ। ସେମାନଙ୍କୁ ବିନାଶ କଲେ ଓ ସେମାନଙ୍କ ସ୍ଥାନରେ ବାସ କଲେ। ଯେପରି ଇସ୍ରାଏଲ ସଦାପ୍ରଭୁଙ୍କ ଦତ୍ତ ଆପଣା ଅଧିକାର ଭୂମିରେ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ପୂର୍ବେ ହୋରୀୟ ଲୋକମାନେ ସେୟୀରରେ ବାସ କଲେ, ମାତ୍ର ଏଷୌର ସନ୍ତାନଗଣ ସେମାନଙ୍କୁ ଅଧିକାରଚ୍ୟୁତ କଲେ ଓ ଆପଣାମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ; ଯେରୂପେ ଇସ୍ରାଏଲ ସଦାପ୍ରଭୁଙ୍କ ଦତ୍ତ ଆପଣା ଅଧିକାର-ଭୂମିରେ କଲେ)।
Odia IRV 2017 (ଓଡିଆ ବାଇବେଲ)
ପୁଣି ପୂର୍ବେ ହୋରୀୟ ଲୋକମାନେ ସେୟୀରରେ ବାସ କଲେ, ମାତ୍ର ଏଷୌର ସନ୍ତାନଗଣ ସେମାନଙ୍କୁ ଅଧିକାର ଚ୍ୟୁତ କଲେ ଓ ଆପଣାମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ; ଯେରୂପେ ଇସ୍ରାଏଲ ସଦାପ୍ରଭୁଙ୍କ ଦତ୍ତ ଆପଣା ଅଧିକାର-ଭୂମିରେ କଲେ)।