Deuteronomy 2:13 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାେତେ କହିଲେ, ' ସରନ୍େ ଉପତ୍ଯାକାର ସେ ପାଖକକ୍ସ୍ଟ ୟାଅ।' ତେଣୁ ଆମ୍ଭେ ସରଦେ ଉପତ୍ୟକା ପାର ହେଲକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ତୁମ୍ଭେମାନେ ଉଠ ଓ ସେରଦ୍ ନଦୀ ପାର ହୁଅ । ତହିଁରେ ଆମ୍ଭେମାନେ ସେରଦ୍ ନଦୀ ପାର ହେଲୁ ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ମୋତେ କହିଲେ, ‘ସେରଦ୍ ଉପତ୍ୟକାର ସେ ପାଖକୁ ଯାଅ।’ ତେଣୁ ଆମ୍ଭେ ସେରଦ ଉପତ୍ୟକା ପାର ହେଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଏବେ ତୁମ୍ଭେମାନେ ଉଠ ଓ ସେରଦ୍‍ ନଦୀ ପାର ହୁଅ।” ତହିଁରେ ଆମ୍ଭେମାନେ ସେରଦ୍‍ ନଦୀ ପାର ହେଲୁ।
Odia IRV 2017 (ଓଡିଆ ବାଇବେଲ)
“ଏବେ ତୁମ୍ଭେମାନେ ଉଠ ଓ ସେରଦ୍‍ ନଦୀ ପାର ହୁଅ।” ତହିଁରେ ଆମ୍ଭେମାନେ ସେରଦ୍‍ ନଦୀ ପାର ହେଲୁ।