Deuteronomy 2:14 — Compare Translations

5 translations compared side by side

Odia - 1840
"କାଦେଶ ବର୍ଣଯଠାେରକ୍ସ୍ଟ ସରଦେ ଉପତ୍ଯାକା ପାରହବୋ ପର୍ୟ୍ଯନ୍ତ ଆମ୍ଭକକ୍ସ୍ଟ ଅଠତିରିଶ ବର୍ଷ ଲାଗିଥିଲା। ଆମ୍ଭ ଛାଉଣି ମଧ୍ଯରକ୍ସ୍ଟ ସହେି ପୁରୁଷର ସମସ୍ତ ଯୋଦ୍ଧା ମରିଗଲେ ସହେି ସମୟ ମଧିଅରେ। ଏହା ସଦାପ୍ରଭୁଙ୍କର ପ୍ରତିଜ୍ଞା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାଦେଶ-ବର୍ଣ୍ଣେୟଠାରୁ ସେରଦ୍ ନଦୀ ପାର ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଅଠତିରିଶ ବର୍ଷ ଲାଗିଲା, ସେହି ସମୟକୁ ସଦାପ୍ରଭୁଙ୍କ ଶପଥ ଅନୁସାରେ ଛାଉଣି ମଧ୍ୟରୁ ସେହି ପୁରୁଷର ସମସ୍ତ ଯୋଦ୍ଧା ଉଚ୍ଛିନ୍ନ ହୋଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କାଦେଶ ବର୍ଣ୍ଣେୟଠାରୁ ସେରଦ ଉପତ୍ୟକା ପାରହେବା ପର୍ଯ୍ୟନ୍ତ ଆମ୍ଭକୁ ଅଠତିରିଶ୍ ବର୍ଷ ଲାଗିଥିଲା। ଆମ୍ଭ ଛାଉଣି ମଧ୍ୟରୁ ସେହି ପୁରୁଷର ସମସ୍ତ ଯୋଦ୍ଧା ମରିଗଲେ ସେହି ସମୟ ମଧ୍ୟରେ। ଏହା ସଦାପ୍ରଭୁଙ୍କର ପ୍ରତିଜ୍ଞା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାଦେଶ-ବର୍ଣ୍ଣେୟଠାରୁ ସେରଦ୍‍ ନଦୀ ପାର ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଅଠତିରିଶି ବର୍ଷ ଲାଗିଲା, ସେହି ସମୟରେ ସଦାପ୍ରଭୁଙ୍କ ଶପଥ ଅନୁସାରେ ଛାଉଣି ମଧ୍ୟରୁ ସେହି ପୁରୁଷର ସମସ୍ତ ଯୋଦ୍ଧା ଉଚ୍ଛିନ୍ନ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
କାଦେଶ-ବର୍ଣ୍ଣେୟଠାରୁ ସେରଦ୍‍ ନଦୀ ପାର ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କୁ ଅଠତିରିଶ ବର୍ଷ ଲାଗିଲା, ସେହି ସମୟରେ ସଦାପ୍ରଭୁଙ୍କ ଶପଥ ଅନୁସାରେ ଛାଉଣି ମଧ୍ୟରୁ ସେହି ପିଢ଼ିର ସମସ୍ତ ଯୋଦ୍ଧାଗଣର ମୃତ୍ୟୁ ହୋଇଥିଲେ।