Deuteronomy 2:20 — Compare Translations
5 translations compared side by side
Odia - 1840
"ସହେିଦେଶ ରଫାଯୀଯମାନଙ୍କ ଦେଶଭାବେ ଜଣାଶକ୍ସ୍ଟଣା। ଅତୀତ ରେ ରଫାଯୀଯମାନେ ସଠାେରେ ବାସ କରୁଥିଲେ। ଅମ୍ମାନେ ଲୋକମାନେ ସମାନଙ୍କେୁ ସମ୍ସକ୍ସ୍ଟମ୍ମୀଯ ବୋଲି କହକ୍ସ୍ଟଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
(ସେହି ଦେଶ ମଧ୍ୟ ରଫାୟୀୟମାନଙ୍କ ଦେଶ ବୋଲି ଗଣିତ; ପୂର୍ବେ ରଫାୟୀୟମାନେ ସେଠାରେ ବାସ କଲେ; ମାତ୍ର ଅମ୍ମୋନୀୟମାନେ ସେମାନଙ୍କୁ ସମ୍ସୁମ୍ମୀୟ ବୋଲି କହିଲେ;
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦେଶ ରଫାୟୀୟମାନଙ୍କ ଦେଶଭାବେ ଜଣାଶୁଣା। ଅତୀତରେ ରଫାୟୀୟମାନେ ସେଠାରେ ବାସ କରୁଥିଲେ। ଅମ୍ମୋନ ଲୋକମାନେ ସେମାନଙ୍କୁ ସମ୍ସୁମ୍ମୀୟ ବୋଲି କହୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
(ସେହି ଦେଶ ମଧ୍ୟ ରଫାୟୀୟମାନଙ୍କ ଦେଶ ବୋଲି ଗଣିତ; ପୂର୍ବେ ରଫାୟୀୟମାନେ ସେଠାରେ ବାସ କରୁଥିଲେ; ମାତ୍ର ଅମ୍ମୋନୀୟମାନେ ସେମାନଙ୍କୁ ସମ୍ସୁମ୍ମୀୟ ବୋଲି କହିଲେ;
Odia IRV 2017 (ଓଡିଆ ବାଇବେଲ)
(ସେହି ଦେଶ ମଧ୍ୟ ରଫାୟୀୟମାନଙ୍କ ଦେଶ ବୋଲି ଗଣିତ; ପୂର୍ବେ ରଫାୟୀୟମାନେ ସେଠାରେ ବାସ କରୁଥିଲେ; ମାତ୍ର ଅମ୍ମୋନୀୟମାନେ ସେମାନଙ୍କୁ ସମ୍ସୁମ୍ମୀୟ ବୋଲି କହିଲେ;