Deuteronomy 2:21 — Compare Translations
5 translations compared side by side
Odia - 1840
"ସଠାେରେ ବହୁସଂଖ୍ୟକ ଶକ୍ତିଶାଳୀ ସମ୍ସୁମ୍ମୀୟମାନେ ବାସ କରୁଥିଲେ। ସମାନେେ ବହକ୍ସ୍ଟତ ଡେଙ୍ଗା ଓ ଅନାକୀଯମାନଙ୍କ ପରି ଦୀର୍ଘକାଯ ଲୋକଥିଲେ। କିନ୍ତୁ ସଦାପ୍ରଭୁ ଅେମ୍ମାନୀୟ ଲୋକମାନଙ୍କୁ ସଦାଯ ହେଲେ ସମ୍ସକ୍ସ୍ଟମ୍ମୀଯମାନଙ୍କୁ ବିନାଶ କରିବା ପାଇଁ। ଅେମ୍ମାନୀୟ ଲୋକମାନେ ସମ୍ସକ୍ସ୍ଟମ୍ମୀଯ ଲୋକମାନଙ୍କୁ ଅଧିକାର ଚକ୍ସ୍ଟ୍ଯତ କରି ସହେିଠା ରେ ବାସ କଲେ। ଏବଂ ସହେିଠା ରେ ଏବେ ମଧ୍ଯ ବାସ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଦୀର୍ଘକାୟ ଲୋକ ଥିଲେ; ମାତ୍ର ସଦାପ୍ରଭୁ ଅମ୍ମୋନୀୟମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କଲେ; ପୁଣି ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ସେମାନଙ୍କ ସ୍ଥାନରେ ବସତି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ବହୁସଂଖ୍ୟକ ଶକ୍ତିଶାଳୀ ସମ୍ସୁମ୍ମୀୟମାନେ ବାସ କରୁଥିଲେ। ସେମାନେ ବହୁତ ଡେଙ୍ଗା ଓ ଅନାକୀୟମାନଙ୍କ ପରି ଦୀର୍ଘକାୟ ଲୋକଥିଲେ। କିନ୍ତୁ ସଦାପ୍ରଭୁ ଅମ୍ମୋନୀୟ ଲୋକମାନଙ୍କର ସହାୟ ହେଲେ ସମ୍ସୁମ୍ମୀୟମାନଙ୍କୁ ବିନାଶ କରିବା ପାଇଁ। ଅମ୍ମୋନୀୟ ଲୋକମାନେ ସମ୍ସୁମ୍ମୀୟ ଲୋକମାନଙ୍କୁ ଅଧିକାର ଚ୍ୟୁତ କରି ସେହିଠାରେ ବାସ କଲେ। ଏବଂ ସେହିଠାରେ ଏବେ ମଧ୍ୟ ବାସ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଲୋକ ଥିଲେ; ମାତ୍ର ସଦାପ୍ରଭୁ ଅମ୍ମୋନୀୟମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କଲେ; ପୁଣି ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ସେମାନଙ୍କ ସ୍ଥାନରେ ବସତି କଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ବଳବାନ ଓ ଅନେକ ଓ ଅନାକୀୟମାନଙ୍କ ପରି ଉଚ୍ଚ ଲୋକ ଥିଲେ; ମାତ୍ର ସଦାପ୍ରଭୁ ଅମ୍ମୋନୀୟମାନଙ୍କ ସମ୍ମୁଖରୁ ସେମାନଙ୍କୁ ବିନଷ୍ଟ କଲେ; ପୁଣି ସେମାନେ ସେମାନଙ୍କୁ ଅଧିକାର ଚ୍ୟୁତ କରି ସେମାନଙ୍କ ସ୍ଥାନରେ ବସତି କଲେ।