Deuteronomy 2:22 — Compare Translations
5 translations compared side by side
Odia - 1840
"ପରମେଶ୍ବର ସଯେୀର ନିବାସୀ ଏଷୌ ସନ୍ତାନଗଣ ନିମନ୍ତେ ଠିକ୍ ସହେିପରି କରିଥିଲେ। ଅର୍ଥାତ୍ ସମାନଙ୍କେ ସମ୍ମକ୍ସ୍ଟଖରକ୍ସ୍ଟ ହୋରୀଯମାନଙ୍କୁ ବିନଷ୍ଟ କଲେ। ତହିଁରେ ସମାନେେ ସମାନଙ୍କେୁ ଅଧିକାରଚକ୍ସ୍ଟ୍ଯତ କରି ଆଜି ପର୍ୟ୍ଯନ୍ତ ସହେିଠା ରେ ବାସ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେୟୀର ନିବାସୀ ଏଷୌ-ସନ୍ତାନଗଣ ନିମନ୍ତେ ସେହି ରୂପ କର୍ମ କରିଥିଲେ, ଅର୍ଥାତ୍, ସେମାନଙ୍କ ସମ୍ମୁଖରୁ ହୋରୀୟମାନଙ୍କୁ ବିନଷ୍ଟ କଲେ, ତହିଁରେ ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ଅଦ୍ୟାପି ସେମାନଙ୍କ ସ୍ଥାନରେ ବାସ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେୟୀର ନିବାସୀ ଏଷୌ ସନ୍ତାନଗଣ ନିମନ୍ତେ ଠିକ୍ ସେହିପରି କରିଥିଲେ। ଅର୍ଥାତ୍ ସେମାନଙ୍କ ସମ୍ମୁଖରୁ ହୋରୀୟମାନଙ୍କୁ ବିନଷ୍ଟ କଲେ। ତହିଁରେ ସେମାନେ ସେମାନଙ୍କୁ ଅଧିକାରଚ୍ୟୁତ କରି ଆଜି ପର୍ଯ୍ୟନ୍ତ ସେହିଠାରେ ବାସ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେୟୀର ନିବାସୀ ଏଷୌ-ସନ୍ତାନଗଣ ନିମନ୍ତେ ସେହିରୂପ କର୍ମ କରିଥିଲେ, ଅର୍ଥାତ୍, ସେମାନଙ୍କ ସମ୍ମୁଖରୁ ହୋରୀୟମାନଙ୍କୁ ବିନଷ୍ଟ କଲେ, ତହିଁରେ ଏଷୌ-ସନ୍ତାନଗଣ ସେମାନଙ୍କୁ ଅଧିକାରଚ୍ୟୁତ କରି ଆଜି ପର୍ଯ୍ୟନ୍ତ ସେମାନଙ୍କ ସ୍ଥାନରେ ବାସ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ସେୟୀର ନିବାସୀ ଏଷୌ-ସନ୍ତାନଗଣ ନିମନ୍ତେ ସେହି ରୂପ କର୍ମ କରିଥିଲେ, ଅର୍ଥାତ୍, ସେମାନଙ୍କ ସମ୍ମୁଖରୁ ହୋରୀୟମାନଙ୍କୁ ବିନଷ୍ଟ କଲେ, ତହିଁରେ ଏଷୌ-ସନ୍ତାନଗଣ ସେମାନଙ୍କୁ ଅଧିକାର ଚ୍ୟୁତ କରି ଆଜି ପର୍ଯ୍ୟନ୍ତ ସେମାନଙ୍କ ସ୍ଥାନରେ ବାସ କରୁଅଛନ୍ତି।