Deuteronomy 2:23 — Compare Translations
5 translations compared side by side
Odia - 1840
"ପରମେଶ୍ବର ଠିକ୍ ସହେିପରି ମଧ୍ଯ କରିଥିଲେ। କପତାରେୀୟମାନଙ୍କ ପ୍ରତି ଅଦ୍ଦୀଯ ଲୋକମାନେ ଘାସା ନିକଟବର୍ତ୍ତୀ ସହର ରେ ବାସ କରୁଥିଲେ। କିନ୍ତୁ କପତାରେୀୟ ଲୋକେ ଅଦ୍ଦୀଯମାନଙ୍କୁ ଧ୍ବଂସ କଲେ। ସହେି କପତାରେୀୟ ଲୋକମାନେ ସମାନଙ୍କେଠାରକ୍ସ୍ଟ ଅଧିକାର ଛିନ୍ନ କରି ସଠାେରେ ଏବେ ପର୍ୟ୍ଯନ୍ତ ବାସ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କପ୍ତୋରରୁ ଆଗତ କପ୍ତୋରୀୟ ଲୋକମାନେ ଘସା ପର୍ଯ୍ୟନ୍ତ ଗ୍ରାମମାନଙ୍କରେ ବାସକାରୀ ଅବ୍ବୀୟମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ) ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଠିକ୍ ସେହିପରି ମଧ୍ୟ କରିଥିଲେ। କପ୍ତୋରୀୟମାନଙ୍କ ପ୍ରତି ଅବ୍ବୀୟ ଲୋକମାନେ ଘସା ନିକଟବର୍ତ୍ତୀ ସହରରେ ବାସ କରୁଥିଲେ। କିନ୍ତୁ କପ୍ତୋରୀୟ ଲୋକେ ଅବ୍ବୀୟମାନଙ୍କୁ ଧ୍ୱଂସ କଲେ। ସେହି କପ୍ତୋରୀୟ ଲୋକମାନେ ସେମାନଙ୍କଠାରୁ ଅଧିକାର ଛିନ୍ନ କରି ସେଠାରେ ଏବେ ପର୍ଯ୍ୟନ୍ତ ବାସ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି କପ୍ତୋରରୁ ଆଗତ କପ୍ତୋରୀୟ ଲୋକମାନେ ଘସା ପର୍ଯ୍ୟନ୍ତ ଗ୍ରାମମାନଙ୍କରେ ବାସକାରୀ ଅବ୍ବୀୟମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ)।
Odia IRV 2017 (ଓଡିଆ ବାଇବେଲ)
ପୁଣି କପ୍ତୋରରୁ ଆଗତ କପ୍ତୋରୀୟ ଲୋକମାନେ ଘସା ପର୍ଯ୍ୟନ୍ତ ଗ୍ରାମମାନଙ୍କରେ ବାସକାରୀ ଅବ୍ବୀୟମାନଙ୍କୁ ବିନଷ୍ଟ କରି ସେମାନଙ୍କ ସ୍ଥାନରେ ବାସ କଲେ)।