Deuteronomy 2:24 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାେତେ କହିଲେ, 'ଅର୍ଣୋନ ଇପତ୍ଯାକା ପାର ହବୋପାଇଁ ପ୍ରସ୍ତକ୍ସ୍ଟତ ହକ୍ସ୍ଟଅ। ଆମ୍ଭେ ହିଷବୋନର ରାଜା ଇ ମାରେୀଯ ସୀହାନକେୁ ଓ ତାଙ୍କ ଦେଶକକ୍ସ୍ଟ ତକ୍ସ୍ଟମ୍ଭ ହସ୍ତ ରେ ସମର୍ପଣ କଲକ୍ସ୍ଟ। ତେଣୁ ତାଙ୍କ ସହିତ ୟକ୍ସ୍ଟଦ୍ଧ କର ଓ ତାଙ୍କର ଦେଶ ଅଧିକାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଉଠ ଓ ଯାତ୍ରା କରି ଅର୍ଣ୍ଣୋନ୍ ଉପତ୍ୟକା ପାର ହୁଅ; ଦେଖ, ଆମ୍ଭେ ହିଷ୍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ତାହା ଅଧିକାର କରିବାକୁ ଆରମ୍ଭ କର ଓ ତାହା ସଙ୍ଗେ ଯୁଦ୍ଧ ଲଗାଅ ।
Odia Bible ERV 2004 (ପବିତ୍ର ବାଇବଲ)
ଇମୋରୀୟ ଲୋକମାନଙ୍କ ସହିତ ଯୁଦ୍ଧ “ସଦାପ୍ରଭୁ ମୋତେ କହିଲେ, ‘ଅର୍ଣ୍ଣୋନ ଉପତ୍ୟକା ପାର ହେବା ପାଇଁ ପ୍ରସ୍ତୁତ ହୁଅ। ଆମ୍ଭେ ହିଷ୍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାଙ୍କ ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ। ତେଣୁ ତାଙ୍କ ସହିତ ଯୁଦ୍ଧ କର ଓ ତାଙ୍କର ଦେଶ ଅଧିକାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ ଉଠ ଓ ଯାତ୍ରା କରି ଅର୍ଣ୍ଣୋନ-ଉପତ୍ୟକା ପାର ହୁଅ; ଦେଖ, ଆମ୍ଭେ ହିଷ୍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତାହା ଅଧିକାର କରିବାକୁ ଆରମ୍ଭ କର ଓ ତାହା ସଙ୍ଗେ ଯୁଦ୍ଧ କର।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେମାନେ ଉଠ ଓ ଯାତ୍ରା କରି ଅର୍ଣ୍ଣୋନ ଉପତ୍ୟକା ପାର ହୁଅ; ଦେଖ, ଆମ୍ଭେ ହିଷ୍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତାହା ଅଧିକାର କରିବାକୁ ଆରମ୍ଭ କର ଓ ତାହା ସଙ୍ଗେ ଯୁଦ୍ଧ କର।