Deuteronomy 2:25 — Compare Translations
5 translations compared side by side
Odia - 1840
"ଆଜି ଆମ୍ଭେ ସବୁଆଡେ ସମସ୍ତଙ୍କ ମନ ରେ ତକ୍ସ୍ଟମ୍ଭ ବିଷଯ ରେ ଭୟ ସୃଷ୍ଟି କରିବକ୍ସ୍ଟ। ସମାନେେ ଏହି ଖବର ପାଇଲା ମାତ୍ ରେ ସମାନେେ ବହକ୍ସ୍ଟତ ଭୟ କରିବେ ଓ ଭୟ ରେ ଥରିବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଦ୍ୟାବଧି ଆମ୍ଭେ ସମସ୍ତ ଆକାଶମଣ୍ତଳର ଅଧଃସ୍ଥିତ ଲୋକମାନଙ୍କ ମନରେ ତୁମ୍ଭ ବିଷୟକ ଆଶଙ୍କା ଓ ଭୟ ଜନ୍ମାଇବାକୁ ଆରମ୍ଭ କରିବା, ସେମାନେ ତୁମ୍ଭ ବିଷୟର ସମ୍ଵାଦ ଶୁଣିଲେ ତୁମ୍ଭ ସକାଶୁ କମ୍ପିତ ଓ ବ୍ୟଥିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଜି ଆମ୍ଭେ ସବୁଆଡ଼େ ସମସ୍ତଙ୍କ ମନରେ ତୁମ୍ଭ ବିଷୟରେ ଭୟ ସୃଷ୍ଟି କରିବୁ। ସେମାନେ ଏହି ଖବର ପାଇଲା ମାତ୍ରେ ସେମାନେ ବହୁତ ଭୟ କରିବେ ଓ ଭୟରେ ଥରିବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଜି ଆମ୍ଭେ ସମସ୍ତ ଆକାଶମଣ୍ଡଳର ଅଧଃସ୍ଥିତ ଲୋକମାନଙ୍କ ମନରେ ତୁମ୍ଭ ବିଷୟକ ଆଶଙ୍କା ଓ ଭୟ ଜନ୍ମାଇବାକୁ ଆରମ୍ଭ କରିବା, ସେମାନେ ତୁମ୍ଭ ବିଷୟର ସମ୍ବାଦ ଶୁଣିଲେ ତୁମ୍ଭ ସକାଶୁ କମ୍ପିତ ଓ ବ୍ୟଥିତ ହେବେ।”
Odia IRV 2017 (ଓଡିଆ ବାଇବେଲ)
ଆଜି ଆମ୍ଭେ ସମସ୍ତ ଆକାଶମଣ୍ଡଳର ଅଧଃସ୍ଥିତ ଲୋକମାନଙ୍କ ମନରେ ତୁମ୍ଭ ବିଷୟକ ଆଶଙ୍କା ଓ ଭୟ ଜନ୍ମାଇବାକୁ ଆରମ୍ଭ କରିବା, ସେମାନେ ତୁମ୍ଭ ବିଷୟର ସମ୍ବାଦ ଶୁଣିଲେ ତୁମ୍ଭ ସକାଶୁ କମ୍ପିତ ଓ ବ୍ୟଥିତ ହେବେ।”