Deuteronomy 2:26 — Compare Translations

5 translations compared side by side

Odia - 1840
"ଯେତବେେଳେ ଆମ୍ଭେ କଦମୋେତ୍ ପ୍ରାନ୍ତରରକ୍ସ୍ଟ ହିଷବୋନର ରାଜା ସୀହାନେ ନିକଟକକ୍ସ୍ଟ ଦୂତଦ୍ବାରା ଶାନ୍ତିବାର୍ତ୍ତା ପଠାଇଲି। ସମାନେେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମୁଁ କଦେମୋତ୍ ପ୍ରାନ୍ତରରୁ ହିଷ୍ବୋନର ରାଜା ସୀହୋନ ନିକଟକୁ ଦୂତ ଦ୍ଵାରା ଏହି ଶାନ୍ତିସୂଚକ ବାକ୍ୟ କହି ପଠାଇଲି,
Odia Bible ERV 2004 (ପବିତ୍ର ବାଇବଲ)
“ଯେତେବେଳେ ମୁଁ କଦେମୋତ୍ ପ୍ରାନ୍ତରରୁ ହି‌ଷ୍‌ବୋନର ରାଜା ସୀହୋନ ନିକଟକୁ ଦୂତଦ୍ୱାରା ଶାନ୍ତିବାର୍ତ୍ତା ପଠାଇଲି। ସେମାନେ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୁଁ କଦେମୋତ୍‍ ପ୍ରାନ୍ତରରୁ ହିଷ୍‍ବୋନର ରାଜା ସୀହୋନ ନିକଟକୁ ବାର୍ତ୍ତାବହମାନଙ୍କ ଦ୍ୱାରା ଏହି ଶାନ୍ତି ସୂଚକ ବାକ୍ୟ କହି ପଠାଇଲି,
Odia IRV 2017 (ଓଡିଆ ବାଇବେଲ)
ଆଉ ମୁଁ କଦେମୋତ୍‍ ପ୍ରାନ୍ତରରୁ ହିଷ୍‍ବୋନର ରାଜା ସୀହୋନ ନିକଟକୁ ବାର୍ତ୍ତାବହମାନଙ୍କ ଦ୍ୱାରା ଏହି ଶାନ୍ତିସୂଚକ ବାକ୍ୟ କହି ପଠାଇଲି,