Deuteronomy 2:27 — Compare Translations

5 translations compared side by side

Odia - 1840
"'ତକ୍ସ୍ଟମ୍ଭ ଦେଶ ଦଇେ ଆମ୍ଭକକ୍ସ୍ଟ ୟିବାକକ୍ସ୍ଟ ଦିଅ। ଆମ୍ଭେ ବାଟେ ବାଟେ ୟିବକ୍ସ୍ଟ, ବାମକକ୍ସ୍ଟ କିଅବା ଦକ୍ଷିଣକକ୍ସ୍ଟ ୟିବକ୍ସ୍ଟ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଦେଶ ଦେଇ ମୋତେ ଯିବାକୁ ଦିଅ, ମୁଁ ବାଟେ ବାଟେ ଯିବି, ଦକ୍ଷିଣରେ କି ବାମରେ ଫେରିବି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
‘ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ। ଆମ୍ଭେ ବାଟେ ବାଟେ ଯିବୁ, ବାମକୁ କିଅବା ଦକ୍ଷିଣକୁ ଯିବୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭ ଦେଶ ଦେଇ ମୋତେ ଯିବାକୁ ଦିଅ, ମୁଁ ବାଟେ ବାଟେ ଯିବି, ଦକ୍ଷିଣରେ କି ବାମରେ ଫେରିବି ନାହିଁ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭ ଦେଶ ଦେଇ ମୋତେ ଯିବାକୁ ଦିଅ, ମୁଁ ବାଟେ ବାଟେ ଯିବି, ଦକ୍ଷିଣରେ କି ବାମରେ ଫେରିବି ନାହିଁ।