Deuteronomy 2:28 — Compare Translations

5 translations compared side by side

Odia - 1840
"ଆମ୍ଭେ ତକ୍ସ୍ଟମ୍ଭ ଦେଶ ରେ ଯେଉଁ ଖାଦ୍ୟ ଖାଇବକ୍ସ୍ଟ ଓ ପାନୀଯ ପିଇବକ୍ସ୍ଟ, ସେଥିପାଇଁ ଆମ୍ଭେ ତୁମ୍ଭକୁ ରୂପାର ମୂଲ୍ଯ ଦବେକ୍ସ୍ଟ। ତକ୍ସ୍ଟମ୍ଭ ଦେଶ ମଧିଅରେ ଆମ୍ଭେ କବଳେ ପଦାଚାରଣ କରି ୟିବକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେୟୀର ନିବାସୀ ଏଷୌ-ସନ୍ତାନଗଣ ଓ ଆର ନିବାସୀ ମୋୟାବୀୟ ଲୋକମାନେ ମୋʼ ପ୍ରତି ଯେରୂପ କଲେ, ତଦ୍ରୂପ ତୁମ୍ଭେ କର;
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତୁମ୍ଭ ଦେଶରେ ଯେଉଁ ଖାଦ୍ୟ ଖାଇବୁ ଓ ପାନୀୟ ପିଇବୁ, ସେଥିପାଇଁ ଆମ୍ଭେ ତୁମ୍ଭକୁ ରୂପାର ମୂଲ୍ୟ ଦେବୁ। ତୁମ୍ଭ ଦେଶ ମଧ୍ୟରେ ଆମ୍ଭେ କେବଳ ପଦାଗ୍ଭରଣ କରି ଯିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେୟୀର ନିବାସୀ ଏଷୌ-ସନ୍ତାନଗଣ ଓ ଆର ନିବାସୀ ମୋୟାବୀୟ ଲୋକମାନେ ମୋʼ ପ୍ରତି ଯେରୂପ କଲେ, ତଦ୍ରୂପ ତୁମ୍ଭେ କର;
Odia IRV 2017 (ଓଡିଆ ବାଇବେଲ)
ସେୟୀର ନିବାସୀ ଏଷୌ-ସନ୍ତାନଗଣ ଓ ଆର ନିବାସୀ ମୋୟାବୀୟ ଲୋକମାନେ ମୋ’ ପ୍ରତି ଯେରୂପ କଲେ, ତଦ୍ରୂପ ତୁମ୍ଭେ କର;