Deuteronomy 2:3 — Compare Translations

5 translations compared side by side

Odia - 1840
"'ତୁମ୍ଭମାନେେ ଏହି ପର୍ବତର ଚତକ୍ସ୍ଟପାଶର୍‌ବ ରେ ବହକ୍ସ୍ଟତ ଦିନ ଧରି ଭ୍ରମଣ କରିଅଛ, ତେଣୁ ଉତ୍ତରଦିଗ ଆଡକକ୍ସ୍ଟ ୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯଥେଷ୍ଟ କାଳ ଏହି ପର୍ବତ ବୁଲିଅଛ; ଏବେ ଉତ୍ତର ଦିଗକୁ ଫେର ।
Odia Bible ERV 2004 (ପବିତ୍ର ବାଇବଲ)
‘ତୁମ୍ଭେମାନେ ଏହି ପର୍ବତର ଚତୁର୍ପାର୍ଶ୍ୱରେ ବହୁତ ଦିନ ଧରି ଭ୍ରମଣ କରିଅଛ, ତେଣୁ ଉତ୍ତର ଦିଗ ଆଡ଼କୁ ଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେମାନେ ଯଥେଷ୍ଟ ସମୟ ଏହି ପର୍ବତ ବୁଲିଅଛ; ଏବେ ଉତ୍ତର ଦିଗକୁ ଫେର।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେମାନେ ଯଥେଷ୍ଟ ସମୟଏହି ପର୍ବତ ବୁଲିଅଛ; ଏବେ ଉତ୍ତର ଦିଗକୁ ଫେର।