Deuteronomy 2:30 — Compare Translations
5 translations compared side by side
Odia - 1840
"କିନ୍ତୁ ହିଷ୍ବୋନ୍ର ରାଜା ସୀହାନ୍େ ତାଙ୍କ ଦେଶ ମଧ୍ଯ ଦଇେ ଆମ୍ଭମାନଙ୍କୁ ୟିବାକକ୍ସ୍ଟ ଦେଲେ ନାହିଁ। ସଦାପ୍ରଭୁ ତୁମ୍ଭର ପରମେଶ୍ବର ତାଙ୍କର ହୃଦଯ କଠିନ କରାଇଲେ। ସଦାପ୍ରଭୁ ଏପରି କଲେ, ତୁମ୍ଭମାନେେ ସୀହାନକେୁ ପରାସ୍ତ କରିପାରିବ, ଏବଂ ଆଜି ଆମ୍ଭେ ଜାଣିଲକ୍ସ୍ଟ ବାସ୍ତବ ରେ କ'ଣ ସବୁ ଘଟିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ହିଷ୍ବୋନର ରାଜା ସୀହୋନ ଆପଣା ଦେଶ ମଧ୍ୟଦେଇ ଯିବା ପାଇଁ ଆମ୍ଭମାନଙ୍କୁ ଅନୁମତି ଦେଲା ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ତୁମ୍ଭ ହସ୍ତରେ ଆଜିର ନ୍ୟାୟ ତାହାକୁ ସମର୍ପଣ କରିବା ପାଇଁ ତାହାର ମନ କଠିନ କଲେ ଓ ତାହାର ହୃଦୟ ଶକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ହିଷ୍ବୋନର ରାଜା ସୀହୋନ୍ ତାଙ୍କ ଦେଶ ମଧ୍ୟଦେଇ ଆମ୍ଭମାନଙ୍କୁ ଯିବାକୁ ଦେଲେ ନାହିଁ। ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତାଙ୍କର ହୃଦୟ କଠିନ କରାଇଲେ। ସଦାପ୍ରଭୁ ଏପରି କଲେ, ତୁମ୍ଭେମାନେ ସୀହୋନକୁ ପରାସ୍ତ କରି ପାରିବ, ଏବଂ ଆଜି ଆମ୍ଭେ ଜାଣିଲୁ ବାସ୍ତବରେ କ’ଣ ସବୁ ଘଟିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ହିଷ୍ବୋନର ରାଜା ସୀହୋନ ଆପଣା ଦେଶ ମଧ୍ୟଦେଇ ଯିବା ପାଇଁ ଆମ୍ଭମାନଙ୍କୁ ଅନୁମତି ଦେଲା ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତରେ ଆଜିର ନ୍ୟାୟ ତାହାକୁ ସମର୍ପଣ କରିବା ପାଇଁ ତାହାର ମନ କଠିନ କଲେ ଓ ତାହାର ହୃଦୟ ଶକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)