Deuteronomy 2:31 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାେତେ କହିଲେ, 'ଆମ୍ଭେ ସିୟୋନ ଏବଂ ତାଙ୍କର ରାଜାଙ୍କକ୍ସ୍ଟ ସମର୍ପଣ କରିବା। ବର୍ତ୍ତମାନ ୟାଅ ସହେି ଦେଶକକ୍ସ୍ଟ ଅଧିକାର କର!'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ମୋତେ କହିଲେ, ଦେଖ, ଆମ୍ଭେ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ଆଗରେ ସମର୍ପଣ କରିବାକୁ ପ୍ରବୃତ୍ତ ହେଲୁଣି; ତୁମ୍ଭେ ତାହାର ଦେଶ ଅଧିକାର କରିବାକୁ ପ୍ରବୃତ୍ତ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ମୋତେ କହିଲେ, ‘ଆମ୍ଭେ ସୀହୋନ ଏବଂ ତାଙ୍କର ରାଜାଙ୍କୁ ସମର୍ପଣ କରିବା। ବର୍ତ୍ତମାନ ଯାଅ ସେହି ଦେଶକୁ ଅଧିକାର କର!’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ଆଗରେ ସମର୍ପଣ କରିବାକୁ ପ୍ରବୃତ୍ତ ହେଲୁଣି ତୁମ୍ଭେ ତାହାର ଦେଶ ଅଧିକାର କରିବାକୁ ପ୍ରବୃତ୍ତ ହୁଅ।”
Odia IRV 2017 (ଓଡିଆ ବାଇବେଲ)
ପୁଣି ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ଆଗରେ ସମର୍ପଣ କରିବାକୁ ପ୍ରବୃତ୍ତ ହେଲୁଣି ତୁମ୍ଭେ ତାହାର ଦେଶ ଅଧିକାର କରିବାକୁ ପ୍ରବୃତ୍ତ ହୁଅ।”