Deuteronomy 2:32 — Compare Translations

5 translations compared side by side

Odia - 1840
"ଏହାପରେ ରାଜା ସୀହାନେ ଏବଂ ତାଙ୍କର ସମସ୍ତ ଲୋକେ ଆମ୍ଭ ସହିତ ୟକ୍ସ୍ଟଦ୍ଧ କରିବାକୁ ୟହସ ନାମକ ସ୍ଥାନକକ୍ସ୍ଟ ବାହାରି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସୀହୋନ, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ବାହାରି ଯହସରେ ଯୁଦ୍ଧ କରିବାକୁ ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ଏହା ପରେ ରାଜା ସୀହୋନ ଏବଂ ତାଙ୍କର ସମସ୍ତ ଲୋକେ ଆମ୍ଭ ସହିତ ଯୁଦ୍ଧ କରିବାକୁ ଯହସ ନାମକ ସ୍ଥାନକୁ ବାହାରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସୀହୋନ, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ବାହାରି ଯହସରେ ଯୁଦ୍ଧ କରିବାକୁ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସୀହୋନ, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ବାହାରି ଯହସରେ ଯୁଦ୍ଧ କରିବାକୁ ଆସିଲେ।