Deuteronomy 2:33 — Compare Translations

5 translations compared side by side

Odia - 1840
"କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଆମ୍ଭମାନଙ୍କ ହସ୍ତ ରେ ସମାନଙ୍କେୁ ସମର୍ପଣ କଲେ, ଆମ୍ଭମାନେେ ରାଜା ସିୟୋନକକ୍ସ୍ଟ, ତାଙ୍କର ପକ୍ସ୍ଟତ୍ରମାନଙ୍କୁ ଏବଂ ତାଙ୍କର ସମସ୍ତ ଲୋକମାନଙ୍କୁ ପରାସ୍ତ କଲକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ଆଗରେ ତାହାକୁ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ବଧ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ, ଆମ୍ଭେମାନେ ରାଜା ସୀହୋନକୁ, ତାଙ୍କର ପୁତ୍ରମାନଙ୍କୁ ଏବଂ ତାଙ୍କର ସମସ୍ତ ଲୋକମାନଙ୍କୁ ପରାସ୍ତ କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ତାହାକୁ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ବଧ କଲୁ।
Odia IRV 2017 (ଓଡିଆ ବାଇବେଲ)
ତେବେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ତାହାକୁ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ବଧ କଲୁ।