Deuteronomy 2:34 — Compare Translations
5 translations compared side by side
Odia - 1840
"ସେ ସମୟରେ ରାଜା ସୀହାନଙ୍କେର ସମସ୍ତ ସହର ଓ ସମସ୍ତ ନଗରମାନଙ୍କୁ ହସ୍ତଗତ କଲକ୍ସ୍ଟ ଏବଂ ନଗରବାସୀ ସ୍ତ୍ରୀ ଓ ବାଳକ ସମତେ ସମସ୍ତ ଲୋକମାନଙ୍କୁ ବଧ କଲକ୍ସ୍ଟ। କାହାରିକକ୍ସ୍ଟ ଜୀବିତ ରଖିଲକ୍ସ୍ଟ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କରି ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି-ନଗର ବର୍ଜିତ ରୂପେ ବିନଷ୍ଟ କଲୁ; ଆମ୍ଭେମାନେ କାହାକୁ ହିଁ ବଞ୍ଚାଇ ରଖିଲୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ରାଜା ସୀହୋନଙ୍କର ସମସ୍ତ ସହର ଓ ସମସ୍ତ ନଗରମାନଙ୍କୁ ହସ୍ତଗତ କଲୁ ଏବଂ ନଗରବାସୀ ସ୍ତ୍ରୀ ଓ ବାଳକ ସମେତ ସମସ୍ତ ଲୋକମାନଙ୍କୁ ବଧ କଲୁ। କାହାରିକୁ ଜୀବିତ ରଖିଲୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କରି ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି-ନଗର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ; ଆମ୍ଭେମାନେ କାହାକୁ ହିଁ ବଞ୍ଚାଇ ରଖିଲୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କରି ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି-ନଗର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ; ଆମ୍ଭେମାନେ କାହାକୁ ହିଁ ବଞ୍ଚାଇ ରଖିଲୁ ନାହିଁ।