Deuteronomy 2:36 — Compare Translations

5 translations compared side by side

Odia - 1840
"ଅର୍ନୋନ ଉପତ୍ୟକା ନିକଟସ୍ଥ ଆରୋଯରଠାେରକ୍ସ୍ଟ ଏବଂ ଉପତ୍ୟକାର ମଧ୍ଯବତ୍ତୀଠାରକ୍ସ୍ଟ ଗୀଲିଯଦ ପର୍ୟ୍ଯନ୍ତ, ଏହି ନଗର ହିଁ ଆମ୍ଭମାନଙ୍କର ଶକ୍ତିର ଅତିରିକ୍ତ ନଥିଲା। ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଆମ୍ଭ ସମ୍ମକ୍ସ୍ଟଖ ରେ ସବୁ ସମର୍ପଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଣ୍ଣୋନ୍-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରଠାରୁ ଗିଲୀୟଦ ପର୍ଯ୍ୟନ୍ତ ଏକ ନଗର ହିଁ ଆମ୍ଭମାନଙ୍କ ଶକ୍ତିର ଅତିରିକ୍ତ ନ ଥିଲା; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ଆଗରେ ସମଗ୍ର ସମର୍ପଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଆରୋୟେରଠାରୁ ଏବଂ ଉପତ୍ୟକାର ମଧ୍ୟବର୍ତ୍ତୀଠାରୁ ଗିଲିୟଦ ପର୍ଯ୍ୟନ୍ତ, ଏହି ନଗର ହିଁ ଆମ୍ଭମାନଙ୍କର ଶକ୍ତିର ଅତିରିକ୍ତ ନ ଥିଲା। ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭ ସମ୍ମୁଖରେ ସବୁ ସମର୍ପଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରଠାରୁ ଗିଲୀୟଦ ପର୍ଯ୍ୟନ୍ତ ଏକ ନଗର ହିଁ ଆମ୍ଭମାନଙ୍କ ଶକ୍ତିର ଅତିରିକ୍ତ ନ ଥିଲା; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ସମଗ୍ର ସମର୍ପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରଠାରୁ ଗିଲୀୟଦ ପର୍ଯ୍ୟନ୍ତ ଏକ ନଗର ହିଁ ଆମ୍ଭମାନଙ୍କ ଶକ୍ତିର ଅତିରିକ୍ତ ନ ଥିଲା; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ଆଗରେ ସମଗ୍ର ସମର୍ପଣ କଲେ।