Deuteronomy 2:37 — Compare Translations

5 translations compared side by side

Odia - 1840
"କବଳେ ଅମ୍ମାନେ-ସନ୍ତାନଗଣଙ୍କ ଦେଶ ଅର୍ଥାତ ୟଦ୍ଦୋଶ ନଦୀର ପାଶର୍‌ବସ୍ଥ ପ୍ରଦେଶ ଓ ପର୍ବତମଯ ସକଳ ନଗର ପ୍ରଭୃତି ଯେଉଁ ଦେଶ ବିଷଯ ରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ନିଷଧେ କରିଥିଲେ, ତହିଁ ନକଟକକ୍ସ୍ଟ ତୁମ୍ଭମାନେେ ୟାଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ଅମ୍ମୋନ-ସନ୍ତାନମାନଙ୍କ ଦେଶ, ଅର୍ଥାତ୍, ଯବ୍ବୋକ୍ ନଦୀର ପାର୍ଶ୍ଵସ୍ଥ ପ୍ରଦେଶ ଓ ପର୍ବତମୟ ସକଳ ନଗର ପ୍ରଭୃତି ଯେଉଁ ଦେଶ ବିଷୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ନିଷେଧ କରିଥିଲେ; ତହିଁ ନିକଟରେ ତୁମ୍ଭେ ଉପସ୍ଥିତ ହେଲ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କେବଳ ଅମ୍ମୋନ-ସନ୍ତାନଗଣଙ୍କ ଦେଶ ଅର୍ଥାତ ଯବ୍ବୋକ୍ ନଦୀର ପାର୍ଶ୍ୱସ୍ଥ ପ୍ରଦେଶ ଓ ପର୍ବତମୟ ସକଳ ନଗର ପ୍ରଭୃତି ଯେଉଁ ଦେଶ ବିଷୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ନିଷେଧ କରିଥିଲେ, ତହିଁ ନିକଟକୁ ତୁମ୍ଭେମାନେ ଯାଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ଅମ୍ମୋନ-ସନ୍ତାନମାନଙ୍କ ଦେଶ, ଅର୍ଥାତ୍‍, ଯବ୍ବୋକ୍‍ ନଦୀର ପାର୍ଶ୍ୱସ୍ଥ ପ୍ରଦେଶ ଓ ପର୍ବତମୟ ସକଳ ନଗର ପ୍ରଭୃତି ଯେଉଁ ଦେଶ ବିଷୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ନିଷେଧ କରିଥିଲେ; ତହିଁ ନିକଟରେ ତୁମ୍ଭେ ଉପସ୍ଥିତ ହେଲ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କେବଳ ଅମ୍ମୋନ-ସନ୍ତାନମାନଙ୍କ ଦେଶ, ଅର୍ଥାତ୍‍, ଯବ୍ବୋକ୍‍ ନଦୀର ପାର୍ଶ୍ଵସ୍ଥ ପ୍ରଦେଶ ଓ ପର୍ବତମୟ ସକଳ ନଗର ପ୍ରଭୃତି ଯେଉଁ ଦେଶ ବିଷୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ନିଷେଧ କରିଥିଲେ; ତହିଁ ନିକଟରେ ତୁମ୍ଭେ ଉପସ୍ଥିତ ହେଲ ନାହିଁ।