Deuteronomy 2:4 — Compare Translations

5 translations compared side by side

Odia - 1840
"ଏହିକଥା ଲୋକମାନଙ୍କୁ କହିଦିଅ। ତୁମ୍ଭମାନଙ୍କୁ ସଯେୀର ଦଇେ ୟିବାକକ୍ସ୍ଟ ହବେ। ସହେି ଦେଶ ତୁମ୍ଭମାନଙ୍କ ବଂଶଧର ଅର୍ଥାତ୍ ଏଷୌ ସନ୍ତାନମାନଙ୍କର ଦେଶ। ସମାନେେ ତୁମ୍ଭମାନଙ୍କୁ ଭୟ କରିବେ। ସାବଧାନ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ସେୟୀର ନିବାସୀ ତୁମ୍ଭମାନଙ୍କ ଭ୍ରାତୃଗଣର, ଅର୍ଥାତ୍, ଏଷୌ-ସନ୍ତାନଗଣର ସୀମା ଦେଇ ତୁମ୍ଭମାନଙ୍କୁ ଯିବାକୁ ହେବ; ତହିଁରେ ସେମାନେ ତୁମ୍ଭମାନଙ୍କଠାରୁ ଭୀତ ହେବେ; ଏଣୁ ତୁମ୍ଭେମାନେ ଅତି ସାବଧାନ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିକଥା ଲୋକମାନଙ୍କୁ କହିଦିଅ। ତୁମ୍ଭମାନଙ୍କୁ ସେୟୀର ଦେଇ ଯିବାକୁ ହେବ। ସେହି ଦେଶ ତୁମ୍ଭମାନଙ୍କ ବଂଶଧର ଅର୍ଥାତ୍ ଏଷୌ ସନ୍ତାନମାନଙ୍କର ଦେଶ। ସେମାନେ ତୁମ୍ଭମାନଙ୍କୁ ଭୟ କରିବେ। ସାବଧାନ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ‘ସେୟୀର ନିବାସୀ ତୁମ୍ଭମାନଙ୍କ ଭ୍ରାତୃଗଣର, ଅର୍ଥାତ୍‍, ଏଷୌ ସନ୍ତାନଗଣର ସୀମା ଦେଇ ତୁମ୍ଭମାନଙ୍କୁ ଯିବାକୁ ହେବ; ତହିଁରେ ସେମାନେ ଭୀତ ହେବେ; ଏଣୁ ତୁମ୍ଭେମାନେ ଅତି ସାବଧାନ ହୁଅ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ‘ସେୟୀର ନିବାସୀ ତୁମ୍ଭମାନଙ୍କ ଭ୍ରାତୃଗଣର, ଅର୍ଥାତ୍‍, ଏଷୌ ସନ୍ତାନଗଣର ସୀମା ଦେଇ ତୁମ୍ଭମାନଙ୍କୁ ଯିବାକୁ ହେବ; ତହିଁରେ ସେମାନେ ଭୀତ ହେବେ; ଏଣୁ ତୁମ୍ଭେମାନେ ଅତି ସାବଧାନ ହୁଅ।