Deuteronomy 2:5 — Compare Translations

5 translations compared side by side

Odia - 1840
"ସମାନଙ୍କେ ସହିତ ୟକ୍ସ୍ଟଦ୍ଧକର ନାହିଁ, ମୁ ତୁମ୍ଭମାନଙ୍କୁ ସହେି ଦେଶ ଦବେି ନାହିଁ। ଏପରିକି ସହେି ଭୂମିରକ୍ସ୍ଟ ପାଦେ ମଧ୍ଯ ଭୂମି ତୁମ୍ଭମାନଙ୍କୁ ଦବେିନାହିଁ। କାରଣ ମୁ ସହେି ପର୍ବତମଯ ଦେଶ ସଯେୀରକକ୍ସ୍ଟ, ଏଷୌକକ୍ସ୍ଟ ଉତ୍ତରାଧିକାରୀ ସକ୍ସ୍ଟତ୍ର ରେ ଦଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ସହିତ ବିରୋଧ କର ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦେଶରୁ କିଛି ଦେବା ନାହିଁ । ଏକ ପାଦ ପରିମିତ ଭୂମି ହିଁ ଦେବା ନାହିଁ; ଯେହେତୁ ଆମ୍ଭେ ଏଷୌକୁ ଅଧିକାରାର୍ଥେ ସେୟୀର ପର୍ବତ ଦେଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ସହିତ ଯୁଦ୍ଧ କର ନାହିଁ, ମୁଁ ତୁମ୍ଭମାନଙ୍କୁ ସେହି ଦେଶ ଦେବି ନାହିଁ। ଏପରିକି ସେହି ଭୂମିରୁ ପାଦେ ମଧ୍ୟ ଭୂମି ତୁମ୍ଭମାନଙ୍କୁ ଦେବି ନାହିଁ। କାରଣ ମୁଁ ସେହି ପର୍ବତମୟ ଦେଶ ସେୟୀରକୁ, ଏଷୌକୁ ଉତ୍ତରାଧିକାରୀ ସୁତ୍ରରେ ଦେଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦେଶରୁ କିଛି ଦେବା ନାହିଁ। ଏକ ପାଦ ପରିମିତ ଭୂମି ହିଁ ଦେବା ନାହିଁ; ଯେହେତୁ ଆମ୍ଭେ ଏଷୌକୁ ଅଧିକାରାର୍ଥେ ସେୟୀର ପର୍ବତ ଦେଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ସହିତ ଯୁଦ୍ଧ କର ନାହିଁ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ସେମାନଙ୍କ ଦେଶରୁ କିଛି ଦେବା ନାହିଁ। ଏକ ପାଦ ପରିମିତ ଭୂମି ହିଁ ଦେବା ନାହିଁ; ଯେହେତୁ ଆମ୍ଭେ ଏଷୌକୁ ଅଧିକାରାର୍ଥେ ସେୟୀର ପର୍ବତ ଦେଇଅଛୁ।